Posted inରାଜ୍ୟ

ବଡ଼ କାର୍ଯ୍ୟାନୁଷ୍ଠାନ: ୨ ଟାଣୁଆ ବିଧାୟକଙ୍କୁ ଦଳରୁ ସସ୍‌ପେଣ୍ଡ କଲା ବିଜେଡି

ଭୁବନେଶ୍ୱର,୧୫।୧: ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍‌ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ। ସେମାନେ ହେଲେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର। ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ପାଟକୁରା ବିଧାୟକ ହୋଇଥିବା ବେଳେ ଚମ୍ପୁଆରୁ ପ୍ରତିନିଧିତ୍ୱ କରୁଛନ୍ତି ସନାତନ।

Image


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri