ଅନାସ୍ଥା ପ୍ରସଙ୍ଗରେ ବିଜେଡି ନେଲା ବଡ଼ ନିଷ୍ପତ୍ତି! ନବୀନ ନିବାସରେ ବୈଠକ ପରେ ପ୍ରସନ୍ନ ଆଚାର୍ଯ୍ୟ କହିଲେ…

ଭୁବନେଶ୍ୱର, ୧୮।୯: ରାଜ୍ୟ ସରକାର ବିରୋଧରେ ଅନାସ୍ଥା ଆଣିଛି କଂଗ୍ରେସ । ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ବାଚସ୍ପତିଙ୍କୁ ଚିଠି ଦେଇଛି । ପ୍ରସ୍ତାବ ସପକ୍ଷରେ ୧୫ ବିଧାୟକଙ୍କ ସମର୍ଥନ ଥିବା ଜଣାଇଲା ଦଳ । ସେପଟେ କଂଗ୍ରେସ ବିଧାୟକମାନେ ବିଜେଡି ବିଧାୟକଙ୍କ ସମର୍ଥନ ଲୋଡିଛନ୍ତି। ନବୀନଙ୍କ ଚାମ୍ବରରେ ପହଞ୍ଚି ବିଜେଡିର ସମର୍ଥନ ଲୋଡିଛି କଂଗ୍ରେସ। ଏଡାକୁ ନେଇ ନବୀନ ନିବାସରେ ଏକ ବୈଠକ ହୋଇଥିଲା। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ଅନାସ୍ଥା ପ୍ରସଙ୍ଗରେ କୌଣସି ଆଲୋଚନା ହୋଇନି। ବାଚସ୍ପତି କେବେ ଗ୍ରହଣ କରିବେ ଜଣା ନାହିଁ, ଆଗୁଆ ନିଷ୍ପତ୍ତି ଠିକ ନୁହେଁ। ଅନାସ୍ଥା ସମ୍ପର୍କରେ ଦଳ ଠିକ ସମୟରେ ନିଷ୍ପତ୍ତି ନେବ। ପ୍ରଥମେ ବାଚସ୍ପତି ଗ୍ରହଣ କରନ୍ତୁ, ନଈ ନ ଦେଖୁଣୁ ଲଙ୍ଗଳା ଉଚିତ ନୁହେଁ। ବିଜେଡି ବୃହତ୍ତର ବିରୋଧୀ ଦଳ, ତେଣୁ ଦଳ ନିଜେ ତାର ନିଷ୍ପତ୍ତି ନେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri