ଭୁବନେଶ୍ୱର,୨୭।୨: ବିଜେଡି ଆଗୁଆ ଟିକେଟ ଘୋଷଣା ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ପରଜଙ୍ଗ ବିଧାୟକ ନୃସିଂହ ସାହୁ କହିଛନ୍ତି ବିଜେଡି ପୂର୍ବରୁ ଟିକେଟ ଘୋଷଣାରେ ବିଳମ୍ବ କରୁଥିଲା । ମାତ୍ର ଏବେ ଖୁବଶୀଘ୍ର ଟିକେଟ ଘୋଷଣା କରାଯାଇପାରେ ବୋଲି ବିଧାୟକ ସାହୁ କହିଛନ୍ତି।
ଭୁବନେଶ୍ୱର,୨୭।୨: ବିଜେଡି ଆଗୁଆ ଟିକେଟ ଘୋଷଣା ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ପରଜଙ୍ଗ ବିଧାୟକ ନୃସିଂହ ସାହୁ କହିଛନ୍ତି ବିଜେଡି ପୂର୍ବରୁ ଟିକେଟ ଘୋଷଣାରେ ବିଳମ୍ବ କରୁଥିଲା । ମାତ୍ର ଏବେ ଖୁବଶୀଘ୍ର ଟିକେଟ ଘୋଷଣା କରାଯାଇପାରେ ବୋଲି ବିଧାୟକ ସାହୁ କହିଛନ୍ତି।
ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…
ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…
ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…
ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…
ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…
ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…
ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…
କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…