ଗଞ୍ଜାମ ଏନ୍‌ଏସିରୁ ମୂଳପୋଛ ହୋଇଯିବ ବିଜେଡି! ପଦ୍ମ ଆଡେ ଢଳୁଛନ୍ତି ଆଗଧାଡ଼ି ନେତା…

ଗଞ୍ଜାମ,୩୦।୫(ବିଦ୍ୟାଧର ସାହୁ): ଗତ ସାଧାରଣ ନିର୍ବାଚନରେ ବିଜେଡିର ପରାଜୟ ତଥା ଭାଜପା ସରକାରକୁ ଆସିବା ପରେ ଏନ୍‌ଏସି ବିଜେଡିରେ ରାଜନୈତିକ ସଙ୍କଟ ଦେଖା ଦେଇଛି l ଏହି ପରିପ୍ରେକ୍ଷୀରେ ବିଜେଡିର ଆଗଧାଡିର ନେତା ପଦ୍ମ ଆଡେ ଢଳୁଥିବା ଆଲୋଚନା ହେଉଛି। କିଛି ପୂର୍ବତନ କାଉନସିଲର, ପୂର୍ବତନ ନଗରପାଳ, ଉପନଗରପାଳ ମଧ୍ୟ ଖୁବଶୀଘ୍ର ଭାଜପାରେ ମିଶି ପାରନ୍ତି ବୋଲି ଶୁଣିବାକୁ ମିଳିଛି l ଅଧା ଡଜନରୁ ଊଦ୍ଧ୍ୱର୍ର୍ କାଉନସିଲର ଭାଜପା ଶିବରରେ ଥିବା ବେଳେ ଆଉ କିଛି କାଉନସିଲର ଦଳରେ ମିଶିବାକୁ ଭିତିରିଆ ଉଦ୍ୟମ ଚଳାଇଥିବା ଚର୍ଚ୍ଚା ହେଉଛି l ଏଣୁ ଗଞ୍ଜାମ ଏନ୍‌ଏସିରେ ବିଜେଡି ମୂଳପୋଛ ହେବା ସମ୍ଭାବନା ବୋଲି ଆଲୋଚନା ହେଉଛି । ଯଦି ତାହା ହୁଏ ତାହେଲେ ବତ୍ତର୍ର୍ମାନ ଭାଜପାର ମଙ୍ଗ ଧରୁଥିବା ନେତାଙ୍କ ପ୍ରତି ବିପଦ ସୃଷ୍ଟି କରିବ ଏଥିରେ ସନ୍ଦେହ ନାହିଁ ବୋଲି ଜଣେ ରାଜନୈତିକ ସମୀକ୍ଷକ ନିଜ ନାମ ଗୋପନରେ ରଖି ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

IPL 2026ରେ ହଠାତ ବଦଳିଲେ RCB କ୍ୟାପଟେନ, ରଜତ ପାଟିଦାରଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୭।୫: ରଜତ ପାଟିଦାର IPL 2026 ର 61 ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଖେଳୁନାହାଁନ୍ତି। ଏହି ମୁକାବିଲା ଉଭୟ ପଞ୍ଜାବ କିଙ୍ଗସ ଏବଂ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri