ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଏହି ସୂଚନା ଦେଇ କହିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ମନେପଡ଼େ କଳାବେଠିଆଙ୍କ ସେବା

ପୁରୀ ଅଫିସ,୧୯।୪: ଶାସ୍ତ୍ରରେ ରହିଛି ରଥେ ତୁ ବାମନଂ ଦୃଷ୍ଟ୍ବା, ପୁନର୍ଜନ୍ମ ନ ବିଦ୍ୟତେ। ଅର୍ଥାତ୍‌ ରଥ ଉପରେ ମହାପ୍ରଭୁଙ୍କୁ ବାମନ ରୂପରେ ଦର୍ଶନ କଲେ...

ରାଜଧାନୀରେ ମାତିଛନ୍ତି ଚୋର ଗ୍ୟାଙ୍ଗ୍‌: ବାଲ୍‌କୋନି କବାଟ ଭାଙ୍ଗି ନେଇଗଲେ ୨୦ଲକ୍ଷ ଟଙ୍କାର ଗହଣା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ଅନ୍ଧାର ବଢ଼ିବାମାତ୍ରେ ଗଳିକନ୍ଦିରୁ ରାଜରାସ୍ତା ସବୁଠି ଅପରାଧୀଙ୍କ ରାଜ୍‌ ଚାଲୁଛି। ଲୋକେ ଶୋଇଯିବା ପରେ କମିଶନରେଟ ପୋଲିସ ବି...

ଦୋଳି ପାଇଁ ଗଛ ନାହିଁ

ପୁରୀ ଅଫିସ, ୧୩ା୬: ଗୁରୁବାର ସଜବାଜ ଓ ଶୁକ୍ରବାର ପହିଲି ରଜ। ଓଡ଼ିଶାର ମହାନ ଗଣପର୍ବ ‘ରଜ’କୁ ନେଇ ସବୁଠି ଏବେ ଚଳଚଞ୍ଚଳ। ବର୍ଷକରେ ଥରେ...

ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ...

ଧନଞ୍ଜୟନ୍‌ ଦମ୍ପତିଙ୍କୁ ‘ଭରତମୁନୀ ସମ୍ମାନ’

ଭୁବନେଶ୍ୱର, ,୧୭ା୧୨(ବ୍ୟୁରୋ): ଏକାଦଶ ଭରତମୁନୀ ମହୋତ୍ସବ ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟଅତିଥି ଭାବେ ଯୋଗଦେଇ...

ସାଙ୍ଗୀତିକ ଧାରାକୁ ଦିଆଯାଇନି ଶାସ୍ତ୍ରୀୟ ମାନ୍ୟତା

ଭୁବନେଶ୍ୱର (ବ୍ୟୁରୋ)/ ନୂଆଦିଲ୍ଲୀ,୭।୧୨(ସ୍ବ.ପ୍ର.): ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଥିବାବେଳେ କେନ୍ଦ୍ର ସରକାର ନିରାଶ କରିଛନ୍ତି। ସରକାର...

କଣ୍ଠଶିଳ୍ପୀଙ୍କ ଦସ୍ତଖତ ନେଇ ବ୍ଲାକ୍‌ମେଲିଂ

ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଙ୍ଗୀତ ପ୍ରମୋଟ ପାଇଁ ଚୁକ୍ତି କରିବାକୁ ଦସ୍ତଖତ ନେଲେ। ହେଲେ କୋର୍ଟ ବିବାହ କରିଥିବା କହି ଧମକ ଦେଲେ। ଯୁବତୀଙ୍କ ଏଭଳି ଚଞ୍ଚକତାରେ ଜଣେ ୟୁଟୁବ୍‌...

ଆହୁରି ୨୪ ଘଣ୍ଟା ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୮ା୫(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଗୁଳୁଗୁଳି ଯୋଗୁ ଘର ଭିତରେ...

Advertisement
Archives

Model This Week