ବିଜେଡି ହାତକୁ ଗଲା ବାଲେଶ୍ୱର ସଦର

ବାଲେଶ୍ୱର ଅଫିସ,୧୦।୧୧: ବାଲେଶ୍ୱର ସଦର ବିଧାନସଭା ଆସନରେ ମଙ୍ଗଳବାର ଭୋଟ ଗଣତି ଶେଷ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ବିଜୟୀ ହୋଇଛନ୍ତି। ଏବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଫଳାଫଳ ଘୋଷଣାକୁ ଅପେକ୍ଷା ରହିଛି। ତେବେ ଶେଷ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ୧୩,୩୯୫ଖଣ୍ଡ ଭୋଟରେ ଆଗୁଆ ରହି ଏହି ବିଜୟ ହାସଲ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପକ୍ଷାଘାତରେ ପୀଡ଼ିତ ଅଶୋକ: ଚିକିଛା ଲାଗି ଟଁକା ବାଧକ

ଖଡିଆଳ, ୨୦।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍‌କେ ୧୫ ଦିନ୍‌ ତଲେ ପକ୍ଷାଘାତ ରୋଗ୍‌ରେ...

ସାଙ୍ଗ ଗାଡ଼ିରେ ଅପରାଧ

ଭୁବନେଶ୍ୱର,୨୮।୩(ବ୍ୟୁରୋ):ସାଙ୍ଗକୁ ଗାଡି ଦେଉଥିଲେ ହୋଇଯାଅ ସାବଧାନ। ନ ହେଲେ ଆପଣଙ୍କ ଗାଡିକୁ ବି ଜବତ କରିପାରେ ପୋଲିସ। କାରଣ କେହି ବି ଆପଣଙ୍କ ଗାଡିକୁ ଆପରାଧିକ...

ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର...

ଏମ୍‌ଏସ୍‌ପିରେ ଲାଗିଲା ସାନିଟାଇଜର ଟନେଲ

କେନ୍ଦୁଝର, ୧୯।୪(ସ୍ବ.ପ୍ର.)-ସ୍ଥାନୀୟ ସଦର ବ୍ଳକ ହଳଦିଗୁଣା ଗ୍ରାମରେ ଥିବା ଏମ୍‌ଏସ୍‌ପି ସ୍ପଞ୍ଜ କାରଖାନାରେ କରୋନା ସଂକ୍ରମଣ ରୋକିବା ପାଇଁ ସାନିଟାଇଜର ଟନେଲ ପ୍ରତିଷ୍ଠା କରାଯାଇଛି। ବାହାରୁ...

ପ୍ରଥମ ଦିନରେ ୩ ଫିଲ୍ମ ପ୍ରଦର୍ଶିତ

କଟକ ଅଫିସ,୪ା୩: ଭାରତୀୟ ସିନେ ଜଗତର କିମ୍ବଦନ୍ତୀ ପୁରୁଷ ସତ୍ୟଜିତ୍‌ ରାୟଙ୍କ ଜନ୍ମ ଶତବାର୍ଷିକୀକୁ ସାରା ଦେଶରେ ପାଳନ କରିବା ପାଇଁ ଭାରତ ସରକାରଙ୍କ ସୂଚନା...

କୋରେଇ ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ସୋମବାର ଯାଜପୁର କୋରେଇ ଷ୍ଟେଶନରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରତ୍ୟକ୍ଷଦର୍ଶୀ କହୁଥିବା ବେଳେ ପୂର୍ବତଟ ରେଳ...

କଳାବ୍ୟାଜ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ

ପାରଳାଖେମୁଣ୍ଡି,୯।୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା, ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ସ୍ବାସ୍ଥ୍ୟ ପରିଦର୍ଶକ ୫ ଦଫା ଦାବି ନେଇ କଳାବ୍ୟାଜ ପରିଧାନ କରିଛନ୍ତି।...

ଆଜିଠୁ ବନ୍ଦ ହେଲା ସମସ୍ତ ବେଳାଭୂମି

ବ୍ରହ୍ମପୁର ଅଫିସ,୧୩ା୧: ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଗୁରୁବାର ୧୦ ହଜାର ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ...

Advertisement
Archives

Model This Week