ସୋରଡ଼ା ଏନ୍‌ଏସି ଦଖଲ କଲା ବିଜେଡି

ସୋରଡ଼ା,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍‌ଏସି ପୌର ନିର୍ବାଚନରେ ବିଜେଡିର ଶିବଶଙ୍କର ପଣ୍ଡା ବିଜୟୀ ହୋଇଛନ୍ତି। ସେ ଭଜପାର ସାଧୀନ ପଣ୍ଡାଙ୍କଠାରୁ ୨୮୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସୋରଡ଼ା ଏନ୍‌ଏସିର ୧୧ଟି ଓ୍ବାର୍ଡରେ ୯ଟିରେ ବିଜେଡି ଓ ଗୋଟିଏ ଲେଖାଏ ଆସନ କଂଗ୍ରେସ, ଭଜପାକୁ ଯାଇଛି। ବିଜେଡିର ୧ ନମ୍ବର ଓ୍ବାର୍ଡରେ ସସ୍ମିତା ପାଢ଼ୀ,୨ ନମ୍ବର ଓ୍ବାର୍ଡରେ ନାଗେଶ୍ୱର ବେହେରା,୩ରେ ସନ୍ତୋଷ ପଣ୍ଡା, ୪ରେ ସତ୍ୟନାରାୟଣ ସୁବୁଦ୍ଧି, ୫ରେ ସୁଷମା ବେହେରା, ୬ରେ କାଜଲ ପ୍ରଧାନ, ୭ରେ ଭାଗ୍ୟଲତା ଡାକୁଆ, ୮ରେ ଭାଜପାର ରଜନୀକାନ୍ତ ମହାପାତ୍ର, ୯ରେ କଂଗ୍ରେସର ସୁନୀ ବେହେରା,୧୦ରେ ଲିପିକା ନାୟକ ଓ ୧୧ରେ ସୁନୀତା ସେନାପତି ବିଜୟୀ ହୋଇଛନ୍ତି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁ ସମସ୍ତ ନବ ନିର୍ବାଚିତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri