ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍‌ରେ ବାଜି ମାରିଲା ବିଜେଡି

ସୋରଡ଼ା,୨୬ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍‌ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ ବିଜୟୀ ହୋଇଛନ୍ତି। ବିଜେଡି ୬୩ ନମ୍ବର ଜୋନରେ ୨୯୪୪ ଖଣ୍ଡ ଭୋଟ୍‌ ପାଇଥିବାବେଳେ ଭାଜପା ପ୍ରାର୍ଥୀ ୧୦୩୬ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ମାତ୍ର ୩୭୭ ଖଣ୍ଡ ଭୋଟ୍‌ ପାଇ ୩ ନମ୍ବର ସ୍ଥାନରେ ରହିଛନ୍ତି।

ସୂଚନାଯୋଗ୍ୟ, ଚଳିତମାସ ୧୬ରୁ ପଞ୍ଚମ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନ ୨୪ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ରାଜ୍ୟର ୨କୋଟି ୭୯ଲକ୍ଷ ୩୫ହଜାର ୫୨୫ଜଣ ଭୋଟରଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୭.୨%, ଦ୍ୱିତୀୟ ପର୍ଯ୍ୟାୟରେ ୭୮.୩%, ତୃତୀୟ ପର୍ଯ୍ୟାୟରେ ୭୮.୬%, ଚତୁର୍ଥ ପର୍ଯ୍ୟାୟରେ ୭୯% ଓ ପଞ୍ଚମ ପର୍ଯ୍ୟାୟରେ ୭୬% ମତଦାନ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri