ଭାଙ୍ଗିଲା ବିଜେଡିର ସଂଗଠନ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧: ଭାଙ୍ଗିଲା ବିଜେଡିର ସଂଗଠନ। ହେବ ନବକଳେବର । ଭାଙ୍ଗିଲା ବିଜେଡିର ସମସ୍ତ ପ୍ରମୁଖ ସଂଗଠନ । ବିଜେଡିର ସାଙ୍ଗଠନିକ ର୍ନିବାଚନ ପରିପ୍ରେକ୍ଷୀରେ ସମସ୍ତ ସଙ୍ଗଠନକୁ ଭାଙ୍ଗିଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜୁ ମହିଳା ଜନତା ଦଳକୁ ଭାଙ୍ଗିବା ସହିତ, ବିଜୁ ଯୁବ ଓ ଛାତ୍ର ସଙ୍ଗଠନ, ଶ୍ରମିକ ସାମ୍ମୁଖ୍ୟ ଓ ଲିଗାଲ ସେଲକୁ ଭାଙ୍ଗି ଦିଆଯାଇଛି ।

Image

ତେବେ ବିଜେଡିରେ ସାଙ୍ଗଠନିକ ର୍ନିବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେଇଛି । ବିଧାୟକ ପ୍ରତାପ ଦେବଙ୍କୁ ରିଟର୍ଣ୍ଣିଂ ଅଫିସର ଭାବେ ନିଯୁକ୍ତ କରାଯାଇଛି । ଖୁବଶୀଘ୍ର ବିଜେଡିର ନବକଳେବର ହେବାକୁ ଯାଉଛି। ବର୍ତ୍ତମାନ ସବୁଠୁ ଚର୍ଚ୍ଚାର ବିଷୟ ହେଉଛି ବିଜେଡିର ସୁପ୍ରିମୋ ଭାବରେ ନବୀନ ପଟ୍ଟନାୟକ ରହିବେ ନା ସେ ଆଉ କାହାକୁ ଉତ୍ତରଦାୟିତ୍ୱ ଦେବେ। ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ…

ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ…

ବଜେଟ୍‌ ପରେ ସାଧାରଣ ଜନତାଙ୍କ ପ୍ରତିକ୍ରିୟା, ଗରିବ-ମଧ୍ୟବିତ୍ତଙ୍କୁ ଅଣଦେଖା କହି…

କେସିଙ୍ଗା,୧ା୨(ତୁମେଶ୍ୱର ସାହୁ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ ଘୋଷଣା ପରେ କଳାହାଣ୍ଡି…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri