ସମବାୟ ନିର୍ବାଚନ ପାଇଁ ବିଜେଡିର ରଣନୀତି ଆରମ୍ଭ

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଗାମୀ ସମବାୟ ନିର୍ବାଚନ ପାଇଁ ସୁନ୍ଦରଗଡ଼ ସାଙ୍ଗଠନିକ ଜିଲା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ରଘୁନାଥପାଲି ବିଧାୟକ ସୁବ୍ରତ ତରାଇଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବିଜେଡିର ଉପସଭାପତି ମଙ୍ଗଳା କିଷାନ, ଜିଲା ବିଜେଡି ସଭାପତି ବିନୟ ଟପ୍ପୋ, ଜିଲା ସାଧାରଣ ସମ୍ପାଦକ ଜନ୍ମେଜୟ ମହାପାତ୍ର, ଜିଲା ପରିଷଦ ସଭାପତି କୁନ୍ତୀ ପ୍ରଧାନ ଏବଂ ପୂର୍ବତନ ଓସିସିଏଫ ସଭାପତି ବୀରେନ୍ଦ୍ର ପଟେଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମବାୟ ନିର୍ବାଚନରେ ଥିବା ଅଭିଜ୍ଞତା ଏବଂ ନିର୍ବାଚନରେ ବିଜୁ ଜନତା ଦଳର ସମସ୍ତ ପ୍ରାର୍ଥୀ କିପରି ଜିତି ସୁନ୍ଦରଗଡ଼ ଜିଲା ସମବାୟ ବ୍ୟାଙ୍କ ସଭାପତି ପଦକୁ ଅକ୍ତିଆର କରିହେବ ସେଥିପାଇଁ ସମସ୍ତଙ୍କ ସାହାଯ୍ୟ ଓ ସହଯୋଗର କାମନା କରି ଥିଲେ।

ସମବାୟ ନିର୍ବାଚନକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ଏକ ୬ଜଣିଆ ଷ୍ଟିୟରିଂ କମିଟି ଗଠନ କରାଗଲା। କମିଟିରେ ମଙ୍ଗଳା କିଷାନ, ଯୋଗେଶ ସିଂ, ବିନୟ ଟପ୍ପୋ, କୁନ୍ତୀ ପ୍ରଧାନ, ଜନ୍ମେଜୟ ମହାପାତ୍ର, ଜୟନାରାୟଣ ତ୍ରିପାଠୀ, ସୁମନ୍ତ ପଣ୍ଡା ଏବଂ ବୀରେନ୍ଦ୍ର ପଟେଲ ପ୍ରମୁଖ ସଦସ୍ୟ ଅଛନ୍ତି। ବୈଠକରେ ବୀରେନ୍ଦ୍ର ପଟେଲ ସଭା ପରିଚାଳନା କରିଥିବାବେଳେ କୁନ୍ତୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri