ବୀରମିତ୍ରପୁରରେ ବିଜେଡିର ବିଜୟ

ସୁନ୍ଦରଗଡ଼/କୁଆଁରମୁଣ୍ଡା, ୨୬।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ପୌର ନିର୍ବାଚନ ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ବୀରମିତ୍ରପୁର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବୀରମିତ୍ରପୁର ପୌରପରିଷଦରେ ବିଜେଡି ପ୍ରାର୍ଥୀ ସନ୍ଦୀପ ମିଶ୍ର ପୌରାଧ୍ୟକ୍ଷ ଭାବେ ନିର୍ବାଚତ ହୋଇଛନ୍ତି।

ଏପରି କି ବୀରମିତ୍ରପୁରର ୧୧ଟି ଓ୍ବାର୍ଡ ମଧ୍ୟରୁ ୯ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ଅନ୍ୟ ୨ଟି ଓ୍ବାର୍ଡରେ ଭାଜପା ଏବଂ କଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଗ ପ୍ରସ୍ତୁତିରେ ବ୍ୟତିକ୍ରମ: ସ୍ବାଦ ହରାଇଛି ବଳଦେବଜୀଉଙ୍କ ଖେଚୁଡ଼ି; ମଇଁଷି ଘିଅ ବ୍ୟବହାର ହେଉନି

କେନ୍ଦୁଝର, ୧୭ା୫ କେନ୍ଦୁଝରର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପୀଠକୁ ଘିଅ ପାଇଁ ପାହାଡ଼ର ୮ଟି ସ୍ଥାନରେ ମଇଁଷି ଗୋଠ ଥିଲା। ମଇଁଷି କ୍ଷୀରରୁ...

ମଣ୍ଡିର ସ୍ଥାନ ପରିବର୍ତ୍ତନରେ ତାତିଲେ ଚାଷୀ

କଣ୍ଟାମାଳ, ୨୯।୧୧(ଡି.ଏନ୍‌.ଏ.):ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ବଳରାମ କୃଷକ ସଙ୍ଗଠନ ପକ୍ଷରୁ ଧାନମଣ୍ଡିର ସ୍ଥାନ ପରିବର୍ତ୍ତନକୁ ନେଇ ସୋମବାର ଚାଷୀ ତାତିବା ସହ ତହସିଲ ଅଫିସ...

ଟ୍ୟୁସନ ଯାଉଛି କହି ଘରକୁ ଫେରିଲାନି ପୁଅ, ଥାନାରେ ଏତଲା ଦେଲେ ପରିବାର ଲୋକେ

ବାଲିଗୁଡ଼ା,୯ା୨(ଡି.ଏନ୍‌.ଏ.): ଟ୍ୟୁସନ ଯାଉଛି କହି ଘରକୁ ଆଉ ଫେରିଲାନି ପୁଅ । ପରିବାର ଲୋକେ ବହୁତ ଖୋଜାଖୋଜି କରିବା ପରେ ଥାନାରେ ଏତଲା ଦେଇଛନ୍ତି। ଏଭଳି...

ପୁରୀ ଜିଲା ନରେନ୍ଦ୍ର କୋଣ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପୁରୀ ଅଫିସ, ୧୮।୫: ପୁରୀ ଜିଲାରୁ ୪ ନୂଆ କରୋନା ପଜିଟିଭ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ପିପିଲିରୁ ଜଣେ, କୋଣାର୍କ ଏନ୍‌ଏସିରୁ ଜଣେ...

ଆଳୁ ପିଆଜ ଗୋଦାମରେ ଚଢ଼ାଉ: ବିଲ୍‌, ଭାଉଚର ଦେଖାଇ ପାରିଲେନି ବ୍ୟବସାୟୀ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ସହରର କେତେଜଣ ଅସାଧୁ ବେପାରୀ ସେମାନଙ୍କ କଳାବେପାର ଆରମ୍ଭ କରିଦେଇଛନ୍ତି। ଆଳୁ, ପିଆଜ, ଚାଉଳ, ତେଲ, ଡାଲି, ପନିପରିବା ମୂଲ୍ୟକୁ...

ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ଜବାବ ତଲବ

ଯାଜପୁର ଅଫିସ,୧ା୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ରୁ ନିର୍ଦ୍ଧାରିତ ଲିଜ୍‌ ଏରିଆଠାରୁ ବହୁ ଗୁଣ ଅଧିକ ମୂଲ୍ୟବାନ କଳାପଥର ଉତ୍ତୋଳନ ହୋଇଛି।...

ଜଙ୍ଗଲରୁ ଆଦିବାସୀଙ୍କ ଉଚ୍ଛେଦକୁ ବିରୋଧ

ଯଶୀପୁର,୧୬ା୩(ଡି.ଏନ୍‌.ଏ.)-ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅସ୍ତକୁମାର ପଞ୍ଚାୟତର ବଳାରାମପୁରଠାରେ ଶନିବାର ବନବାସୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ ଇଲାକାରେ ବସବାସ କରୁଥିବା ଆଦିବାସୀଙ୍କୁ ଉଚ୍ଛେଦ କରାଯିବା...

ବଚସା ନେଲା ଜୀବନ: ମାଡ଼ ମାରି ପୋଖରୀରେ ଫିଙ୍ଗିଦେଲେ ଦୁର୍ବୃତ୍ତ; ଜଣେ ମୃତ, ଜଣେ ଗୁରୁତର

ବାରିପଦା ଅଫିସ,୧୭।୧- ସାମାନ୍ୟ ବଚସାରୁ ଦୁଇ ଜଣଙ୍କୁ ଆକ୍ରମଣ କରି ପୋଖରୀରେ ଫିଙ୍ଗିଦେଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।...

Advertisement
Archives

Model This Week