ବିଧାୟକଙ୍କ ଓରିଏଣ୍ଟେସନ ପ୍ରୋଗ୍ରାମକୁ ବିଜେଡି-କଂଗ୍ରେସର ମନା: ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଲେ

ଭୁବନେଶ୍ୱର,୧୭।୮: ଶନିବାର ଓ ରବିବାର ଦୁଇ ଦିନ ଧରି ବିଧାନସଭା ପରିସରରେ ବିଧାୟକଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ଓଡ଼ିଶାର ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ମଧ୍ୟ ସାମିଲ ହୋଇ ଅଭିଜ୍ଞତା ବାଣ୍ଟିବେ। ଏହି କାର୍ଯ୍ୟକ୍ରମକୁ ଆସିବାକୁ ବିଜେଡିର ଦୁଇଜଣ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।
ତେବେ ଗୃହର ଗରିମା ନଷ୍ଟ ହେଉଥିବା ଦର୍ଶାଇ ଏଥିରେ ବିଜେଡି ସଦସ୍ୟ ଭାଗ ନେବେ ନାହିଁ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପୂର୍ବରୁ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । କଂଗ୍ରେସ ମଧ୍ୟ ଓରିଏଣ୍ଟେସନ କାର୍ଯ୍ୟକ୍ରମକୁ ନ ଆସିବାକୁ ଘୋଷଣା କରିସାରିଛି।
ଅନ୍ୟପକ୍ଷେ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଏଥର ୮୭ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି। ପରମ୍ପରା ଅନୁସାରେ ନୂଆ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୁଏ। ସେହି କ୍ରମରେ ଏହା ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri