ଭାଜପାର ସକ୍ରିୟ ସଦସ୍ୟତା ବୈଠକ, ଦଳକୁ ସୁଦୃଢ଼ କରିବାକୁ ଆହ୍ବାନ ଦେଲେ ନେତା

ବେଗୁନିଆପଡା,୧୬।୪(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା କଲ୍ୟାଣ ମଣ୍ଡପଠାରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସକ୍ରିୟ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବୁଥ ସ୍ତରୀୟ ସକ୍ରିୟ ସଦସ୍ୟ, ମଣ୍ଡଳ ସଭାପତି, ବିଭିନ୍ନ କର୍ମକର୍ତ୍ତାମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଭାଜପା କେନ୍ଦ୍ର କମିଟିର ନିର୍ଦ୍ଦେଶ କ୍ରମେ କୋଦଳା ନଗରପାଳ ସୂର୍ଯ୍ୟ ନାରାୟଣ ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ବୈଠକରେ ଘୁମୁସର ଜିଲା ସଭାପତି ବିଜୟ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଂଗଠନ, ଆଗାମୀ କାର୍ଯ୍ୟକ୍ରମ ଓ ଅତୀତରେ କର୍ମକର୍ତ୍ତାଙ୍କ ଭୂମିକା ଉପରେ ଆଲୋକପାତ କରିବା ସହ ସଂଗଠନ ସୁଦୃଢ ଉପରେ ମତ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ ଯୋଗ ଦେଇ ସଂଗଠନର ସୁଦୃଢ କରିବା ନେଇ କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେବା ସହ ସରକାରଙ୍କ ଯୋଜନା ପ୍ରକୃତ ହିତାଧିକାରୀଙ୍କ ନିକଟରେ କିପରି ପହଞ୍ଚି ପାରିବ ସେ ବିଷୟରେ ଆଲୋଚନା କରିଥିଲେ। ଯୁବ ନେତା ସୀତାରାମ ପାଣିଗ୍ରାହୀ ଯୋଗଦେଇ ଭାଜପାର ସଂଘୀୟ ବ୍ୟବସ୍ଥା ଉପରେ ମତ ରଖିବା ସହିତ ସମସ୍ତେ ସୁ ସଂଗଠିତ ହୋଇ ରହିବାକୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri