କୋଲକତା,୧।୪: ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆଜି ଅନୁଷ୍ଠିତ ହେଉଥିବାବେଳେ ଏକ ଦୁଃଖଖବର ସାମ୍ନାକୁ ଆସିଛି। ଏଠାରେ ଜଣେ ଭାଜପା କାର୍ଯ୍ୟକର୍ତ୍ତା ଆତ୍ମହତ୍ୟା କରିଛନ୍ତି। ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ ତାହା ଏବେ ସ୍ପଷ୍ଟ ହୋଇ ନ ଥିବାବେଳେ ଭାଜପା ତୃଣମୂଳ କଂଗ୍ରେସ ଉପରେ ଦୋଷ ଲଦିଛି। ଟିଏମ୍ସି ଚାପରେ ଦଳର କାର୍ଯ୍ୟକର୍ତ୍ତା ଆତ୍ମହତ୍ୟା କରିଥିବା ଭାଜପା କହିଛି। ସୂଚନାଯୋଗ୍ୟ, ଏଥର ପଶ୍ଚିମବଙ୍ଗରେ ୮ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେଉଛି। ପ୍ରଥମ ପର୍ଯ୍ୟାୟ ସରିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆଜି ହେଉଛି।
ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍ ଅଫର୍, ଧନଲାଭ ଯୋଗ
ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…
ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ
ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…
ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ
କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…
‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା
କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…
ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…
ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍ରେ ତରଳୁଛି ବରଫ
ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…
ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା
ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…
Archives

