ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି । ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୩୨୬୧ ଖଣ୍ଡ ଭୋଟରେ ଆଗୁଆ ରହିଛି ।
ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ୧୮୧୮୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୧୪୯୨୦ ଭୋଟ ପାଇଛନ୍ତି। ସେହିଭଳି କଂଗ୍ରେସ ପ୍ରାର୍ଥୀ ୫୫୭ ଏବଂ ସ୍ବାଧୀନ ପ୍ରାର୍ଥୀ ୨୩୬୨ ଭୋଟ ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri