ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବି ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ନଜରରେ ଧାମନଗର ଉପ-ନିର୍ବାଚନ ଫଳାଫଳ ରହିଥିବା ବେଳେ ପ୍ରଥମ ରାଉଣ୍ଡ ଓ ୨ୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି। ତେବେ ତୃତୀୟ ରାଉଣ୍ଡରେ ବି ଭାଜପା ଆଗରେ ରହିଛି। ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୨୦୩୩ ଖଣ୍ଡ ଭୋଟରେ ଆଗୁଆ ରହିଛି ।
ତୃତୀୟ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ସୁରଜ ସୂର୍ଯ୍ୟବଂଶୀ ୧୨୮୯୨ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୧୦୮୫୯ ଭୋଟ ପାଇଛନ୍ତି । ସେହିଭଳି କଂଗ୍ରେସ ପ୍ରାର୍ଥୀ ୩୧୩ ଏବଂ ଅନ୍ୟାନ୍ୟ ୧୦୯୪ ଭୋଟ ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri