Posted inଜାତୀୟ

ଏଏପି ମୁହାଁ ଭାଜପା-କଂଗ୍ରେସ ନେତା

ନୂଆଦିଲ୍ଲୀ,୧୫ ।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ଐତିହାସିକ ବିଜୟ ପରେ ଏବେ ଆମ ଆଦମୀ ପାର୍ଟି(ଏଏପି)ର ଡିମାଣ୍ଡ ବଢିଯାଇଛି । ଦଳର ଦମଦାର ପ୍ରଦର୍ଶନକୁ ଦେଖି ଏବେ ହରିୟାଣାରେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ଓ ବିରୋଧି କଂଗ୍ରେସର କେତେଜଣ ନେତା ଏଏପିରେ ସାମିଲ ହେଉଛନ୍ତି । ତେଣୁ ଏବେ ପଞ୍ଜାବ ପରେ ଏଏପିର ନଜର ହରିୟାଣା ଉପରେ ବୋଲି କୁହାଯାଉଛି । ହରିୟାଣାରେ ହେବାକୁ ଯାଉଥିବା ପଞ୍ଚାୟତ ଓ ମହାନଗର ନିଗମ ନିର୍ବାଚନରେ ଏଏପି ପ୍ରାର୍ଥୀ ଦେବାକୁ ସ୍ଥିର କରି ସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀ ସାଇରା ଖାଁଙ୍କ ପରଲୋକ

ମୁମ୍ବାଇ,୨୧।୪: ଫିଲ୍ମ ‘କାମସୂତ୍ର ୩ଡି’ରେ କାମ କରିଥିବା ଅଭିନେତ୍ରୀ ସାଇରା ଖାଁଙ୍କ ପରଲୋକ ହୋଇଛି। ଶୁକ୍ରବାର ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ବିଶେଷ ସୂତ୍ରରୁ...

ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ଆଡ଼ଭାଇଜରୀ ଜାରି

ନୂଆଦିଲ୍ଲୀ,୧୯।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ସ୍ଥାନୀୟ...

କୋଇଲା ଆମଦାନୀ କମାଇବ ଭାରତ: ଖଣି ନିଲାମ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ, ୧୮।୬: ଶକ୍ତି କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭର କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର ୪୧ଟି କୋଇଲା ଖଣିର...

ଝୁଲୁଛି ପିଲାଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୮ା୬: ମହାମାରୀ କରୋନା ଆସିବା ପରଠାରୁ ଦୀର୍ଘ ୧୫ ମାସ ଧରି ଦେଶର ସ୍କୁଲଗୁଡ଼ିକରେ ତାଲା ଝୁଲୁଛି। ସଂକ୍ରମଣ ଭୟ ଥିବାରୁ ପିଲାଙ୍କ ପାଠପଢ଼ାରେ ଏକପ୍ରକାର...

୫-ଜି ସ୍ପେକ୍ଟ୍ରମ ନିଲାମୀକୁ ମଞ୍ଜୁରୀ, ଦୀପାବଳି ସୁଦ୍ଧା ସେବା ମିଳିବା ସମ୍ଭାବନା…

ନୂଆଦିଲ୍ଲୀ, ୧୫।୬ : ଦେଶରେ ୫-ଜି ଟେଲିକମ ସେବା ଆରମ୍ଭ କରିବା ନେଇ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୫-ଜି...

ରାମପୁର ଲୋକ ସଭା ଉପନିର୍ବାଚନ:ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୬।୬: ରାମପୁର ଲୋକ ସଭା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟି ପକ୍ଷରୁ ସୋମବାର ପ୍ରାର୍ଥୀ ଘୋଷଣା କରାଯାଇଛି। ପାର୍ଟି ଅଫିସ୍‌ରେ ବୈଠକ ପରେ ଏସପି ନେତା...

ରାଷ୍ଟ୍ରପତି ସିଏଏ ପ୍ରସଙ୍ଗ ଉଠାଇବା କ୍ଷଣି ସଂସଦରେ ହଙ୍ଗାମା

ନୂଆଦିଲ୍ଲୀ, ୩୧।୧: ବଜେଟ୍‌ ଅଧିବେଶନ ପୂର୍ବରୁ ସଂସଦର ସେଣ୍ଟ୍ରାଲ ହଲରେ ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ରାଷ୍ଟପତି କହିଛନ୍ତି,...

ମେ’ରେ ତାତି ୫୦ ଡିଗ୍ରୀ ଟପିବ, ପାଣିପାଗ ବିଭାଗର ପୂର୍ବାନୁମାନ…

ନୂଆଦିଲ୍ଲୀ, ୩୦।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶନିବାର କୁହାଯାଇଛି ଯେ, ମେ’ ମାସରେ ଦେଶର ବହୁ ଅଞ୍ଚଳରେ ତାତି ୫୦ ଡିଗ୍ରୀ ସେଲସିୟସ୍‌...

Advertisement
Archives

Model This Week