Posted inଜାତୀୟ

ରାଜ୍ୟସଭା ନିର୍ବାଚନ: ୪ ରାଜ୍ୟରେ ପ୍ରାର୍ଥୀ ଘୋଷଣାା କଲା ଭାଜପା

ନୂଆଦିଲ୍ଲୀ,୧୯।୩ : ଚଳିତ ବର୍ଷ ରାଜ୍ୟସଭାରେ ହେବାକୁ ଥିବା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ଭାଜପା ଚାରି ରାଜ୍ୟରେ ନିଜର ପ୍ରାର୍ଥୀ ଘୋଷଣା କରିଛି। ଭାଜପା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂ ଏ ନେଇ ଘୋଷଣା କରିଛନ୍ତି । ଆସାମରୁ ପବିତ୍ରା ମାର୍ଗରିଟା, ହିମାଚଳ ପ୍ରଦେଶରୁ ଡା.ସିକନ୍ଦର କୁମାର, ନାଗାଲାଣ୍ଡରୁ ଏସ.ଫେଗନୋନ କୋୟନକ ଏବଂ ତ୍ରିପୁରାରୁ ଡା.ମାଣିକ ଶାହଙ୍କ ନାମ ଘୋଷଣା କରିଛି ଦଳ।
ଏହାସହ ଦଳ ପଶ୍ଚିମବଙ୍ଗ ଲୋକସଭା ଉପନିର୍ବାଚନ ଏବଂ ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେହିପରି ବିହାର ଏବଂ ମହାରାଷ୍ଟ୍ରରେ ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପଶ୍ଚିମବଙ୍ଗର ଆସନସୋଲ ଲୋକସଭା ଆସନ ପାଇଁ ଭାଜପା ଅଗ୍ନିମିତ୍ର ପଲଙ୍କୁ ପ୍ରାର୍ଥୀ କରିଥିବା ବେଳେ ବଲ୍ଲିହୁଙ୍ଗେ ବିଧାନସଭାରୁ କେୟା ଘୋଷଙ୍କୁ ପ୍ରାର୍ଥୀ କରିଛି ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri