ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ରାଜ୍ୟରେ ଚହଳ!

ଭୁବନେଶ୍ୱର,୨୫।୧:ରାଜ୍ୟ ଭାଜପାରେ ବଡ଼ ହଳଚଲ। ୧୯ଟି ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ଦଳ । ଜିଲା ସଭାପତିଙ୍କ ନାଁ ଘୋଷଣା ସହ ଫିଟିଛି ରାଜ୍ୟ ସଭାପତି ର୍ନିବାଚନ ପାଇଁ ବାଟ । ଡବଲ ଇଞ୍ଜିନ ସରକାରର ଉପଲବ୍ଧି ଗ୍ରାଉଣ୍ଡରେ ପହଞ୍ଚାଇବା ଏବଂ ସଂଗଠନ ଓ ସରକାର ମଧ୍ୟରେ ସମନୱୟ ରକ୍ଷା କରି ଦଳକୁ ଆଗକୁ ବଢ଼ାଇବା ସହିତ ପଞ୍ଚାୟତ ଦଖଲ ନୂଆ ସଭାପତିମାନଙ୍କ ଗୁରୁ ଦାୟିତ୍ବ ହେବ ବୋଲି ଦଳ କହିଛି ।

ଶନିବାର  ୧୬ରୁ ଅଧିକ ଜିଲାର ସଭାପତିଙ୍କ ନାଁ ଘୋଷଣା ହୋଇସରିଛି । ଗଞ୍ଜାମରୁ ସରୋଜ ସାବତ, ବଲାଙ୍ଗିରରୁ ଶ୍ରୀବତ୍ସ ବେହେରା, ଢେଙ୍କାନାଳରୁ: ରାସ ବିହାରୀ ବେହେରା ହୋଇଛନ୍ତି ଜିଲ୍ଲା ବିଜେପି ସଭାପତି । ସେହିପରି ସୁନ୍ଦରଗଡରୁ ଗିରିଶ ସାହୁ, କେନ୍ଦ୍ରାପଡ଼ାରୁ ଶଶାଙ୍କ ଶେଖର ସେଠୀ, ବାଲେଶ୍ବରରୁ ଈଶ୍ୱର ଚନ୍ଦ୍ର ବେହେରା ଜିଲ୍ଲା ସଭାପତି ମନୋନୀତ ହୋଇଛନ୍ତି । କଟକ ପାଇଁ ସୁକାନ୍ତ ବିଶ୍ଵାଳ, ପୁରୀ ପାଇଁ ଦେବେନ୍ଦ୍ର ନାଥ ତରାଇ, କଳାହାଣ୍ଡି ପାଇଁ ଯୁଗଳ ପୋଢ଼, ବରଗଡ଼ ପାଇଁ ଅରୁପାନନ୍ଦ ସାହୁଙ୍କୁ ଜିଲ୍ଲା ସଭାପତି କରିଛି ବିଜେପି । ସେହିପରି ଜଗତସିଂହପୁରରେ ପ୍ରତାପ ମିଶ୍ର, ନବରଙ୍ଗପୁରରେ କୁଞ୍ଜବିହାରୀ ଦାସ, ଗଞ୍ଜାମ ଆସିକାରୁ ବିଜୟ ସ୍ବାଇଁ ଜିଲ୍ଲା ସଭାପତି ମନୋନୀତ ହୋଇଛନ୍ତି । ଦେବଗଡ଼ରୁ ଅରୁଣ କୁମାର ସାହୁ, ପଶ୍ଚିମ ମୟୂରଭଞ୍ଜ ପାଇଁ ଜୁରୀଲାଲ ମହନ୍ତ ଏବଂ ଘୁମୁସର ପାଇଁ ନୀଳମାଧବ ପାତ୍ର ହୋଇଛନ୍ତି ଭାଜପା ଜିଲା ସାଂଗଠନିକ ସଭାପତି ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?