ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ଏଣିକି ଓଡ଼ିଶାରେ ମୂଳଦୁଆ ମଜଭୁତ କରିବ ଦଳ

ଭୁବନେଶ୍ୱର, ୧୬।୨: ରାଜ୍ୟ ସଭାପତି ନିଯୁକ୍ତ ହେବ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ୧୩ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି। ପୂର୍ବରୁ ୧୬ରୁ ଅଧିକ ଜିଲାର ସଭାପତିଙ୍କ ନାଁ ଘୋଷଣା ହୋଇଥିଲା ବେଳେ ରବିବାର ୧୩ ଜିଲା ସଭାପତିଙ୍କ ନାଁ ଘୋଷଣା ସହ ଫିଟିଛି ରାଜ୍ୟ ସଭାପତି ର୍ନିବାଚନ ପାଇଁ ବାଟ । ଡବଲ ଇଞ୍ଜିନ ସରକାରର ଉପଲବ୍ଧି ଗ୍ରାଉଣ୍ଡରେ ପହଞ୍ଚାଇବା ଏବଂ ସଂଗଠନ ଓ ସରକାର ମଧ୍ୟରେ ସମନ୍ଵୟ ରକ୍ଷା କରି ଦଳକୁ ଆଗକୁ ବଢ଼ାଇବା ସହିତ ପଞ୍ଚାୟତ ଦଖଲ ନୂଆ ସଭାପତିମାନଙ୍କ ଗୁରୁ ଦାୟିତ୍ବ ହେବ ବୋଲି ଦଳ କହିଛି ।

ରବିବାର ଘୋଷଣା ହୋଇଥିବା ତାଲିକା ଅନୁଯାୟୀ ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି- ନବକିଶୋର ଶବର, ଯାଜପୁର- ଦେବଯାନୀ ପ୍ରଧାନ, ଝାରସୁଗୁଡ଼ା- ରଘୁନନ୍ଦନ ପଣ୍ଡା, କନ୍ଧମାଳ- ପଣ୍ଡିତ କୁମାର ବିସ୍‌ମାଝୀ, ଖୋର୍ଦ୍ଧା- ବିଶ୍ବରଞ୍ଜନ ବଡ଼ଜେନା, କୋରାପୁଟ- ଶିବ ମୁଦୁଲି, ନୟାଗଡ଼- ତାପସ ରଞ୍ଜନ ମାର୍ଥା, ଅନୁଗୁଳ- ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ- ଭଗବାନ ପଣ୍ଡା, ରାୟଗଡ଼ା- ଗୋପୀ ଆନନ୍ଦ, ସୁବର୍ଣ୍ଣପୁର- ବେଣୁଧର ଦାଶ, ରାଉରକେଲା- ପୂର୍ଣ୍ଣିମା କେର୍କେଟାଙ୍କୁ ଦାୟିତ୍ୱ ମିଳିଛି।

Image


Enter your email to get our daily news in your inbox.

All Right Reserved By Dharitri.Com

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର କ୍ୟାପିଟାଲ ଥାନା ଅଞ୍ଚଳରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟର୍ସରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri