ବିଭିନ୍ନ ମୋର୍ଚ୍ଚା ପ୍ରଭାରୀଙ୍କ ନାମ ଘୋଷଣା କଲା ଭାଜପା

ଭୁବନେଶ୍ୱର,୧୮ା୧: ରାଜ୍ୟ ଭାଜପାର ବିଭିନ୍ନ ମୋର୍ଚ୍ଚା ପାଇଁ ଗୁରୁବାର ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ସେମାନଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରୁ ଦଳର ବରିଷ୍ଠ ନେତା ବିରଞ୍ଚି ନାରାୟଣ ତ୍ରିପାଠୀଙ୍କୁ ଯୁବ ମୋର୍ଚ୍ଚା ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଭାଜପାର ଉପସଭାପତି ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମହିଳା ମୋର୍ଚ୍ଚା ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ସେହିପରି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଓବିସି, ଗୋଲକ ମହାପାତ୍ର କୃଷକ ମୋର୍ଚ୍ଚା, ରମେଶ ସାହୁ ଏସ୍‌ସି ମୋର୍ଚ୍ଚା ଏବଂ ସୁକେଶୀ ଓରାମଙ୍କୁ ଏସ୍‌ଟି ମୋର୍ଚ୍ଚା ପ୍ରଭାରୀ ଦାୟିତ୍ୱ ନ୍ୟସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri