ଓଡ଼ିଶା ପାଇଁ ୧୦ ଉପସଭାପତି ଘୋଷଣା କଲା ଭାଜପା, ଏହି ନେତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧୬ା୧୦: ଓଡ଼ିଶା ଭାଜପା ନିଜର ନୂଆ ପଦାଧିକାରୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ ଏବଂ ୧୦ ଜଣ ସମ୍ପାଦକଙ୍କ ନାମ ସାମିଲ ରହିଛି। ଉପସଭାପତି ଭାବେ ଯତୀନ ମହାନ୍ତି, ଅଶୋକ ମିଶ୍ର, କୁସୁମ ଟେଟେ, ରମେଶ ଚନ୍ଦ୍ର ସାହୁ, କେ ନାରାୟଣ ରାଓ, ଶିବାଜୀ ମହାନ୍ତି, ଭବେନ୍ଦ୍ର ପଣ୍ଡା, ସିପ୍ରା ବାଜପେୟୀ, ସୁଦର୍ଶନ ଗୋୟଲ ଏବଂ ବିଷ୍ଣୁ ଦାସଙ୍କୁ ଦାୟିତ୍ୱ ଦିଆଯାଇଛି।

ସାଧାରଣ ସମ୍ପାଦକ ଭାବେ ବିରଞ୍ଚି ତ୍ରିପାଠୀ, ଶାରଦା ପ୍ରସାଦ ଶତପଥୀ, ସୀମାଞ୍ଚଳ ଖଟେଇ ଏବଂ ପୂର୍ଣ୍ଣିମା ପ୍ରୀୟଦର୍ଶନୀ ନାୟକଙ୍କୁ ନିଯୁକ୍ତି ମିଳିଛି। ସମ୍ପାଦକ ପଦବୀ ପାଇଁ ସରୋଜ କୁମାର କର, କାଳନ୍ଦୀ ସାମଲ, ସ୍ମୃତି ପଟ୍ଟନାୟକ, ପ୍ରୀତି ପ୍ରତିଭା ଭୋଳ, ଭଗବାନ ମହାନ୍ତି, ପିଙ୍କି ପ୍ରଧାନ, ରାମଚନ୍ଦ୍ର ହାଂସଦା, ମମତା ସିଂ, ପୃଥ୍ବୀରାଜ ମହାପାତ୍ର ଏବଂ ସ୍ମିତା ପ୍ରଧାନଙ୍କ ନାମ ଘୋଷଣା ହୋଇଛି। ଏହା ସହିତ ଅଜୟ ଅଗ୍ରୱାଲଙ୍କୁ କୋଷାଧ୍ୟକ୍ଷ ଏବଂ ଦିବାକର ହରିଚନ୍ଦନଙ୍କୁ ଯୁଗ୍ମ କୋଷାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri