ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ ପଣ୍ଡାଙ୍କୁ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି ଏବଂ ଡ. ଐଶ୍ବର୍ଯ୍ୟା ବିଶ୍ବାଳ ମହିଳା ମୋର୍ଚ୍ଚା ସଭାପତି କରାଯାଇଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ୭ ଜଣଙ୍କୁ ମୋର୍ଚ୍ଚା ସଭାପତି, ୩ ଜଣଙ୍କୁ ଭାଜପା ସେଲ୍‌ ଇନ୍‌ଚାର୍ଜ, ଜଣଙ୍କୁ ଅଫିସ୍‌ ସେକ୍ରେଟାରୀ, ଜଣଙ୍କୁ ଆଇଟି ଦାୟିତ୍ୱ ଏବଂ ୩୭ ଜଣଙ୍କୁ ବିଭିନ୍ନ ଜିଲାର ପ୍ରଭାରୀ ଭାବେ ଦାୟିତ୍ୱ ଦିଆଯାଇଛି।

Image

Image

Image

Image

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri