୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା: ଓଡ଼ିଶା ଦାୟିତ୍ୱରେ ରହିବେ…

ଭୁବନେଶ୍ୱର,୯।୩: ରାଜ୍ୟ ସଭା ନିର୍ବାଚନ ପାଇଁ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଭାଜପା। ଓଡ଼ିଶା, ବିହାର ଓ ହରିୟାଣା ପାଇଁ ଭାଜପା ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୁଳେଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଥିବାବେଳେ ଗୁଜରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଙ୍ଗଭୀଙ୍କୁ ହରିୟାଣା ପର୍ଯ୍ୟବେକ୍ଷକ ଏବଂ
ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

ଦିଲ୍ଲୀ-ମଞ୍ଚେଷ୍ଟର ଇଣ୍ଡିଗୋ ବିମାନ ଅଧାବାଟରୁ ଫେରିଲା

ନୂଆଦିଲ୍ଲୀ,୯ା୩: ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଥିଲା ବେଳେ ଦିଲ୍ଲୀରୁ ମଞ୍ଚେଷ୍ଟର ଅଭିମୁଖେ ଯାଉଥିବା ଇଣ୍ଡିଗୋ ଏୟାରଲାଇ୍ସର ଏକ ବିମାନ ଅଧାବାଟରୁ ଫେରିଆସିଛି। ଉତ୍ତେଜନାକୁ ନେଇ…

ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri