Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ୫ଟି ପ୍ରଶ୍ନର ଉତ୍ତର ମାଗିଲା ଭାଜପା

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀର ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରି୍‌ଓ୍ବାଲଙ୍କୁ ସମନ ଜାରି କରିଛି। ଏହାକୁ ନେଇ ଶନିବାର ଭାଜପା ଖବରଦାତା ସମ୍ମିଳନୀ କରି କେଜରି୍‌ଓ୍ବାଲଙ୍କୁ ୫ଟି ପ୍ରଶ୍ନର ଉତ୍ତର ମାଗିଛିି। ଅବକାରୀ ନୀତିର ଗୁରୁତ୍ୱପୂର୍ଣ୍ଣ ବୈଠକ ୫ ଫେବୃୟାରୀ ୨୦୨୧ରେ ହୋଇଥିଲା, ଯାହାର ଅଧ୍ୟକ୍ଷତା କେଜ୍‌ରିଓ୍ବାଲ୍‌ କରିଥିଲେ। ମୁଖ୍ୟ ଅଭିଯୁକ୍ତ ସମୀର ମେହେନ୍ଦୁଙ୍କ ସହ ଆପଣ କେବେ କଥା ହୋଇଥିଲେ? ଅବକାରୀ ନୀତି ଘୋଟାଲାରେ ଆପଣଙ୍କ ସମ୍ପର୍କ କଣ? ଅବକାରୀ ନୀତି ଯଦି ଠିକ୍‌ ଥିଲା ତାକୁ ଫେରେଇନେଲେ କାହିଁକି? କେଜ୍‌ରିଓ୍ବାଲ୍‌ କେବଳ ଭ୍ରଷ୍ଟାଚାର କରିବା ଜାଣନ୍ତି ବୋଲି ଭାଜପା ଏଭଳି ପ୍ରଶ୍ନ କରିଛି।

ଏପରିକି କେଜ୍‌ରିଓ୍ବାଲ୍‌ଙ୍କୁ ଅବକାରୀ ଦୁର୍ନୀତିର ସୂତ୍ରଧର ବୋଲି ଭାଜପା ନେତା ଅଭିଯୋଗ କରିଛନ୍ତି। ସମ୍ମିଳନୀରେ ଭାଜପା ପ୍ରବକ୍ତା ଗୌରବ ଭାଟିଆ କେଜ୍‌ରିଓ୍ବାଲ୍‌ଙ୍କୁ କଟାକ୍ଷ କରି କହିଛନ୍ତି, ଦଳୀୟ ନେତାଙ୍କୁ କେଜ୍‌ରିଓ୍ବାଲ୍‌ ସାଧୁତାର ସାର୍ଟିଫିକେଟ୍‌ ଦେଉଥିବା ବେଳେ ସେମାନେ ଦୁର୍ନୀତିରେ ଲିପ୍ତ ଥିବା ସେ କହିଛନ୍ତି। ଏବେ ସେମାନଙ୍କୁ ବେଲ୍‌ ମିଳିବ ନାହିଁ। ଏଥିସହ ସେ କେଜ୍‌ରିଓ୍ବାଲଙ୍କୁ ୫ଟି ପ୍ରଶ୍ନର ଜବାବ ରଖିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri