Posted inଜାତୀୟ

ବିବାଦରେ ସଲମାନ ଖୁର୍ସିଦ

ନୂଆଦିଲ୍ଲୀ,୧୧ ।୧୧: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଲମାନ ଖୁର୍ସିିଦ ବିବାଦରେ ଛନ୍ଦି ହୋଇ ପଡିଛନ୍ତି । ଗୋଟିଏ ଦିନ ପୂର୍ବରୁ ଉନ୍ମାଚିତ ହାଇଥିବା ତାଙ୍କ ପୁସ୍ତକରେ ହିନ୍ଦୁତ୍ୱକୁ ନେଇ କିଛି କଥା କୁହାଯାଇଛି । ଯାହାକୁ ନେଇ ଏବେ ବଡ ବିବାଦ ମୁଣ୍ଡ ଟେକିଛି । ଭାରତୀୟ ଜନତା ପାର୍ଟି(ଭାଜପା) ଉକ୍ତ ପୁସ୍ତକରେ ହିନ୍ଦୁତ୍ୱର ତୁଳନା ଆଙ୍କବାଦୀ ସଙ୍ଗଠନ ବୋକୋ ହରମ ଓ ଆଇଏସ୍ ସହ କରାଯାଇଥିବାରୁ ବିବାଦ ଉପୁଜିଛି । ଏବେ କୁହାଯାଉଛି ଏହା କେବଳ ହିନ୍ଦୁତ୍ୱକୁ ନୁହେଁ ବରଂ ଭାରତକୁ ଦୁଃଖ ଦେଇଛି । ଭାଜପା ପ୍ରବକ୍ତା ଗୌରବ ଭାଟିଆ ଏହି ମାମଲାକୁ ନେଇ କହିଛନ୍ତି, ସଲମାନ ଖୁର୍ସିଦଙ୍କ ଘଟଣାକୁ ନେଇ ସୋନିଆ ନିରବ ନ ରହି ଏହାର ଜବାବ ରଖନ୍ତୁ । ସେ ଆହୁରି ମଧ୍ୟ କହିଛନ୍ତି ଏହି ଚିନ୍ତଧାରା ଶଶି ଥରୁରଙ୍କର ହୋଇପାରେ, ପୁଣି ମଣିଶଙ୍କର ଅୟାରଙ୍କର ବି ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

୧୨୫ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

ନୂଆଦିଲ୍ଲୀ,୨୦।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

ରାଜଧାନୀର ରୋହିଣୀ ଜେଲରେ ପହଞ୍ଚିଲା କରୋନା

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଥିବା ରୋହିଣୀ ଜେଲର ଜଣେ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି।...

୧୦୦୦ ଟଙ୍କାରେ ମିଳିବ କୋଭିଶିଲ୍ଡ୍‌ : ସେରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୪।୧: ଭାରତରେ କୋଭିଶିଲ୍ଡ୍‌ ୧୦୦୦ଟଙ୍କାରେ ମିଳିବ ବୋଲି ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୁନାଓ୍ବାଲା ସୂଚନା ଦେଇଛନ୍ତି। ମାତ୍ର ସରକାରଙ୍କ ଅନୁମତି ମିଳିଲେ ଏଭଳି କରାଯିବ।...

ଆଶ୍ୱସ୍ତ ହେଲେ ସଲମାନ

ନୂଆଦିଲ୍ଲୀ,୨୯।୧୧: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’...

ଗୁଳିକାଣ୍ଡକୁ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ,୩୧-୧(ପି.ଟି.):ଦିଲ୍ଲୀର ଜାମିଆ ନଗରରେ ଗୁରୁବାର ଘଟିଥିବା ଗୁଳିକାଣ୍ଡକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଘୁଞ୍ଚାଇବା ପାଇଁ ଏହା ଭାଜପାର ଏକ...

‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’: କେବଳ ଶିକ୍ଷାର୍ଥୀ ପଚାରିବେ ମୋଦିଙ୍କୁ ପ୍ରଶ୍ନ

ନୂଆଦିଲ୍ଲୀ,୧୬।୧: ଜାନୁୟାରୀ ୨୦ରେ ହେବାକୁ ଥିବା ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୦’ର ତୃତୀୟ ସଂସ୍କରଣରେ କେବଳ ଶିକ୍ଷାର୍ଥୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ପଚାରି ପାରିବେ...

ପୋଲିସ ଆଖି ଆଗରେ ନିଆଁରେ ୩ ଘଣ୍ଟା ଜଳିଲେ ଯୁବତୀ: ମହିଳା ଅଧିକାରୀ ଆସି ନ ଥିବାରୁ ହୋଇ ପାରିଲାନି ଉଦ୍ଧାର କାର୍ଯ୍ୟ

ଭୋପାଳ,୫।୧୦: ମଧ୍ୟପ୍ରଦେଶ ମନ୍ଦସୌର ଜିଲାରୋ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୨ ବର୍ଷ ବୟସ୍କା ଯୁବତୀ କୌଣସି କାରଣରୁ ଦେହରେ କିରାସିନି ଢ଼ାଳି...

ବିହାର ନିର୍ବାଚନ: ୨୯ରେ ବୈଠକ କରିବେ ନଡ୍ଡା

ନୂଆଦିଲ୍ଲୀ,୨୬।୮: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ବିହାର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ହଲଚଲ୍‌ ଦେଖାଦେଇଥିବା ବେଳେ ଭାଜପା ଅଣ୍ଟା...

Advertisement
Archives

Model This Week