କାଲି ଆସିଥିଲେ ମୋଦି, ଆଜି ରାଜ୍ୟ ଭାଜପା ନେତାଙ୍କୁ ଦିଲ୍ଲୀ ଡାକରା, ମେଣ୍ଟ ନେଇ ହେବ କି ଚର୍ଚ୍ଚା!

ଭୁବନେଶ୍ୱର,୬।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଏନେଇ ଭାଜପା ରାଜ୍ୟ ନେତୃତ୍ୱଙ୍କୁ ଦିଲ୍ଲୀ ଡାକରା ହୋଇଛି। ରାଜ୍ୟ ସଭାପତି, ସଙ୍ଗଠନ ସମ୍ପାଦକ ସହ କୋର୍‌ କମିଟିର କିଛି ନେତା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି। ଦଳର ଶୀର୍ଷନେତା ଦିଲ୍ଲୀରୁ ଏନେଇ ଡାକରା ପଠାଇଛନ୍ତି। ଏହାପରେ ସଂଧ୍ୟା ୫ଟା ବେଳେ ଦିଲ୍ଲୀରେ ଗୁରୁତ୍ୱପୂଣ୍ଣର୍ର୍ ବୈଠକ ବସିବ।

ରାଜ୍ୟ ନେତୃତ୍ୱଙ୍କ ସହ ଆଲୋଚନା କରିବେ କେନ୍ଦ୍ରୀୟ ନେତା। ଏହି ବୈଠକରେ ନିର୍ବାଚନ ରଣନୀତି ଏବଂ ଦଳ ଓଡ଼ିଶାରେ କେମିତି ଲଢିବ ସେନେଇ ଆଲୋଚନା ହେବ । ଏଥିସହ ୨୪ ପାଇଁ ମିଶନ ଓଡ଼ିଶାର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri