ମାଲକାନଗିରି,୪ା୬: ମଙ୍ଗଳବାର ରାଜ୍ୟରେ ଜାରି ରହିଛି ଭୋଟ ଗଣତି। ଏହି କ୍ରମରେ ଚିତ୍ରକୋଣ୍ଡାବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଡମ୍ବରୁ ସିସା ୨୨ ରାଉଣ୍ଡ ସୁଦ୍ଧା ୩୮,୫୬୪ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା ୩୭,୬୪୯ ଖଣ୍ଡ ପାଇଛନ୍ତି। ସେହିପରି ବିଜେଡି ପ୍ରାର୍ଥତ୍ନୀ ଲକ୍ଷ୍ମୀପ୍ରିୟା ନାୟକ ୨୭,୨୨୬ ଖଣ୍ଡ ଭୋଟ ପାଇଛନ୍ତି । ସୂଚନାଯୋଗ୍ୟ, ଭାଜପା ପ୍ରାର୍ଥୀ କଂଗ୍ରେସ ପ୍ରାର୍ଥୀଙ୍କଠାରୁ ୯୧୫ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।
Posted inHome Left, ଆମ ଜିଲା ଖବର, ମାଲକାନଗିରି View All
ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…
ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ
ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ
ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…
ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ
ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…
ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….
ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…
ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ
ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…
ଯାତ୍ରୀବହୀ ବସ୍ ଦୁର୍ଘଟଣାଗ୍ରସ୍ତ: ୪ ଆହତ
ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…
Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ
ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…
Archives

