ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଲା ଭାଜପା: ବାପାଙ୍କ ପରେ ପୁଅକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ହେବାକୁ ଥିବା ବାଲେଶ୍ୱର ସଦର ଓ ଜଗତ୍‌ସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରବିବାର ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାଲେଶ୍ୱର ସଦର ପାଇଁ ଭାଜପା ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସଙ୍କୁ ଦଳ ପ୍ରାର୍ଥୀ ଭାବେ ଚୟନ କରିଥିବା ବେଳେ କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହୋଇଥିବା ରାଜକିଶୋର ବୋହରା ଜଗତ୍‌ସିଂହପୁର ତିର୍ତ୍ତୋଲରୁ ଲଢ଼ିବେ ବୋଲି ଭାଜପା ଘୋଷଣା କରିଛି।
ସୂଚନାଯୋଗ୍ୟ, ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ମୃତ୍ୟୁ ପରେ ଉକ୍ତ ଆସନ ଖାଲି ପଡ଼ିଥିଲା। ସେହିପରି ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରୁ ବିଷ୍ଣୁ ଦାସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ହେଁ ତାଙ୍କ ମୃତ୍ୟୁ ପରେ ସେହି ଆସନ ଖାଲି ପଡ଼ିଥିଲା। ତେବେ ଏହି ୨ ଆସନ ପାଇଁ ନଭେମ୍ବର ୩ ତାରିଖରେ କୋଭିଡ୍‌ କଟକଣା ମଧ୍ୟରେ ମତଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?