Posted inଜାତୀୟ

ଗୁଜରାଟ, ପଶ୍ଚିମବଙ୍ଗ ରାଜ୍ୟ ସଭା ଆସନ ପାଇଁ ଭାଜପା ଜାରି କଲା ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୧୨।୭: ଭାରତୀୟ ଜନତା ପାର୍ଟି (ଭାଜପା) ଗୁଜରାଟ ଏବଂ ପଶ୍ଚିମବଙ୍ଗର ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଜ୍ୟ ସଭା ପାଇଁ ହେବାକୁ ଥିବା ଦ୍ୱି ବର୍ଷୀୟ ନିର୍ବାଚନ ପାଇଁ ଭାଜପାର ପ୍ରାର୍ଥୀ ତାଲିକାରେ ମୋଟ ତିନୋଟି ନାମ ରହିଛି। ଯେଉଁଥିରେ ଦୁଇଜଣ ଗୁଜରାଟ ଏବଂ ଗୋଟିଏ ପଶ୍ଚିମବଙ୍ଗର। କେନ୍ଦ୍ରୀୟ କମିଟିର ସହମତି ପରେ ଦଳର ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ପ୍ରାର୍ଥୀଙ୍କ ନାମ ତାଲିକା ପ୍ରକାଶ କରିଛନ୍ତି।

ଗୁଜରାଟରୁ ରାଜ୍ୟ ସଭା ଆସନ ପାଇଁ ବାବୁଭାଇ ଜେସଙ୍ଗଭାଇ ଦେଶାଇ ଏବଂ କେସରିଦେବ ସିଂ ଜାଲାଙ୍କୁ ପ୍ରାର୍ଥୀ କରାଯାଇଛି। ପଶ୍ଚିମବଙ୍ଗରେ ଭାଜପା ଅନନ୍ତ ମହାରାଜଙ୍କୁ ପ୍ରାର୍ଥୀ ଭାବେ ମନୋନୀତ କରିଛି।

ରାଜ୍ୟ ସଭା ପାଇଁ ୩ ରାଜ୍ୟର ୧୦ଟି ଆସନରେ ଜୁଲାଇ ୨୪ରେ ମତଦାନ ଅନୁଷ୍ଠିତ ହେବ। ଯେଉଁଥିରେ ଗୁଜରାଟରେ ୩ ଟି ଆସନ ରହିଛି। କେନ୍ଦ୍ର ମନ୍ତ୍ରୀ ଏସ୍‌.ଜୟଶଙ୍କର ୧୦ ଜୁଲାଇରେ ଗୁଜରାଟରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri