ପ୍ରାର୍ଥୀ ବଦଳାଇବ ଭାଜପା, ଦିନେ ଦୁଇଦିନ ଭିତରେ ବଡ଼ ଘୋଷଣା

ଭୁବନେଶ୍ୱର,୧୦।୪: ମୁଣ୍ଡ ଉପରେ ନିର୍ବାଚନ। ଟିକେଟ୍‌ ଆଶାୟୀଙ୍କୁ ଟିକେଟ୍‌ ମିଳିବା ପରେ ଆରମ୍ଭ କଲେଣି ନିର୍ବାଚନୀ ପ୍ରଚାର। ହେଲେ ବାକି ଟିକେଟ୍‌ ଆଶାୟୀ ଏବେ ପ୍ରାର୍ଥୀ ଘୋଷଣା ନେଇ ଅପେକ୍ଷାରେ ଅଛନ୍ତି। ଓଡିଶାରେ ୩ଦଳ ଭାଜପା, ବିଜେଡି ଓ କଂଗ୍ରେସ ଅଧା ପ୍ରାର୍ଥୀ ଘୋଷଣା କରିଥିବାବେଳେ ଆଉ କିଛି ବାକି ରହିଛି। ଯାହାକୁ ନେଇ ଖୁବ ଶୀଘ୍ର ଭାଜପାର ବାକି ଥିବା ପ୍ରାର୍ଥୀ ତାଲିକା ଆସିବ ବୋଲି ଓଡ଼ିଶା ଭାଜପାର ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମର ସୂଚନା ଦେଇଛନ୍ତି।

୨୦ ତାରିଖ ପୂର୍ବରୁ ସମସ୍ତ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ବୋଲି ସେ କହିଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଗୋଟିଏ ଆସନ ପାଇଁ ପ୍ରାର୍ଥୀ ବଦଳି ପାରନ୍ତି ବୋଲି ତୋମର କହିଛନ୍ତି। ସଂରକ୍ଷିତ ଆସନରେ ତ୍ରୁଟି ଯୋଗୁଁ ସେଠି ପ୍ରାର୍ଥୀ ବଦଳିପାରେ ପାରେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?