Posted inଜାତୀୟ

ମଣିପୁରରେ ବାଜି ମାରିଲା ଭାଜପା

ନୂଆଦିଲ୍ଲୀ,୧୦ ।୧୧: ମଣିପୁରରେ ୫ ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ ସିଂଘଟ ବିଧାନସଭା ଆସନରୁ ଭାରତୀୟ ଜନତା ପାର୍ଟି(ଭଜପା) ପ୍ରାର୍ଥୀ ବିଜୟୀ ହୋଇଥିବା ଜଣାପଡିଛି । ନିର୍ବାଚନ କମିଶନଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସିଂଘଟ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଗିନସୁହାନଉ ବିଜୟୀ ହୋଇଛନ୍ତି । ଏହାସହ ଓଇନମ ଲୁଖୋଇ ୱାଙ୍ଗୋଇ ଆସନରୁ ମାତ୍ର ୨୬୮ ଭୋଟରେ ଆଗରେ ରହିଛନ୍ତି । ସେହିପରି କଂଗ୍ରେସର ମୋଇରାଙ୍ଗଥେମ ହେମନ୍ତ ସିଂ ୬୭୫ ଭୋଟରେ ଭାଜପା ପ୍ରାର୍ଥୀ ପୋନମ ବ୍ରୋଜେନ ସିଂଙ୍କଠାରୁ ୱାଙ୍ଗିଙ୍ଗତେନଥା ଆସନରେ ଆଗୁଆ ରହିଛନ୍ତି । ସୂଚନାଯୋଗ୍ୟ, ମଣିପୁରରେ ୫ ଆସନ ପାଇଁ ଉପ ନିର୍ବାଚନ ନଭେମ୍ବର ୭ରେ ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟିଭି ବନ୍ଦ କରିବାକୁ କହିବାରୁ ବୃଦ୍ଧ ପିତାଙ୍କୁ ଗୁଳିକଲେ ସେନା କର୍ମଚାରୀ

ଲକ୍ଷ୍ନୌ,୬ା୧୧: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ତାଙ୍କର ୮୦ ବର୍ଷୀୟ ପିତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି।...

ମା’ଙ୍କ ବଜେଟ୍‌ ଉପସ୍ଥାପନ, ଗ୍ୟାଲେରିରେ ବସିଥିଲେ ଝିଅ

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବୁଧବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ସମୟରେ ତାଙ୍କ ଝିଅ...

ବିରୋଧୀ ଏକତାରେ ଫାଟ: କଂଗ୍ରେସ-ଟିଏମସି ମୁହାଁମୁହିଁ …

କୋଲକାତା,୩୧।୫ : ପଶ୍ଚିମବଙ୍ଗରେ ଭାଜପା ବିରୋଧରେ ଏକତା ଅଭିଯାନରେ ଏକ ବଡ଼ ଫାଟ ସୃଷ୍ଟି ହୋଇଛି। ଟିଏମସି ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି...

ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା

ଜୟପୁର,୨୧ା୬: ରାଜସ୍ଥାନର ବିକାନେର ଜିଲାରେ ଜଣେ ୨୦ ବର୍ଷୀୟା ଦଳିତ ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ପୀଡ଼ିତାଙ୍କ...

ସିନ୍ଧୁ ଜଳ ଚୁକ୍ତିର ଉଲ୍ଲଂଘନ କରୁଛି ପାକିସ୍ତାନ…

ନୂଆଦିଲ୍ଲୀ,୨୪।୪ : କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ସିନ୍ଧୁ ନଦୀ ଜଳ ଚୁକ୍ତିନାମାକୁ ବିଶ୍ୱର ସବୁଠାରୁ ପବିତ୍ର ଚୁକ୍ତି ବୋଲି କହିଛନ୍ତି। ଏଥି ସହ...

ବାମନେତାଙ୍କୁ ଭେଟିଲେ ନୀତୀଶ

ନୂଆଦିଲ୍ଲୀ, ୧୪ା୪(ଆଇଏଏନ୍‌ଏସ୍‌): ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ଲାଗି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ଅଣ୍ଟା ଭିଡ଼ିଛନ୍ତି।...

ଏଆଇଡିଏମକେ ଦଳର ହୋଡିଂ ପଡି ଯୁବତୀଙ୍କ ମୃତ୍ୟୁ

ଚେନ୍ନାଇ,୧୩।୯:ତାମିଲନାଡୁର ଚେନ୍ନାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଆଇଡିଏମକେ ଦଳର ଏକ ବିଜ୍ଞାପନ ହୋଡିଂ ଗଳି ପଡିବାରୁ ଜଣେ ୨୩ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଶୁବାଶ୍ରୀ...

୭୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୬ ଦିନ ନୂଆ...

Advertisement
Archives

Model This Week