ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ଅନିଲ ଦାସ)-ଓଡ଼ିଶାରେ ଭାଜପା ସରକାର ଗଠନ କରିପାରିବନି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ଭାଜପା କର୍ନାଟକ, ତେଲଙ୍ଗାନା ଓ ହିମାଚଳ ପ୍ରଦେଶରେ ସରକାର ଗଠନ କରିବ ବୋଲି ଦାବି କରିଥିଲା । କିନ୍ତୁ ଏହି ୩ ରାଜ୍ୟରେ ଭାଜପା ଫେଲ୍‌ ମାରିଥିଲା । ଓଡ଼ିଶାରେ ମଧ୍ୟ ଭାଜପା ଫେଲ୍‌ ମାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଭାଜପାର ବରିଷ୍ଠ କ୍ୟାବିନେଟ ମନ୍ତ୍ରୀ ଓ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଓଡ଼ିଶା ଆସି ଅଶାଳୀନ ଭାଷା ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ ନାପସନ୍ଦ କରିଛନ୍ତି । ସେମାନେ ଓଡ଼ିଶା ଅତିଥି ଭଳି ଆସି ମିଛ ଅଭିଯୋଗ ମଧ୍ୟ କରୁଛନ୍ତି । ଏଥିରୁ ଭାଜପାର କେନ୍ଦ୍ର ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀମାନେ କ୍ଷାନ୍ତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ମିଛ ଅଭିଯୋଗ ଓ ଅଶାଳୀନ ଭାଷା ବ୍ୟବହାରକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ । ମହାପ୍ରଭୁ ଶ୍ରୀଜଗନ୍ନାଥ ସେମାନଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ଭାଣିଜୀ ବାହାଘରକୁ ଆସିଥିଲେ, ନିୟନ୍ତ୍ରଣ ହରାଇ ଖୁଣ୍ଟରେ ପିଟି ହୋଇଗଲା ବାଇକ୍‌; ୩ ବ୍ୟକ୍ତି…

ବଲାଙ୍ଗୀର, ୯।୫(ସୁନୀଲ କୁମାର ମହାନ୍ତି): ଭାଣିଜୀର ବାହାଘର ଖୁସି ଏବେ ଶୋକରେ ପରିଣତ ହୋଇଛି। ଭାଣିଜୀ ବାହାଘରରେ ଯୋଗ ଦେବାକୁ ଆସି ଏକ ବାଇକ ଦୁର୍ଘଟଣାରେ ତିନି…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri