ଭାଜପାର ବଦଳିଲା ପ୍ଲାନ, ନାମାଙ୍କନ ଭରିବେନି ଜୟ, ପୁଣି…

ନୂଆପଡ଼ା,୧୬।୮(ମକାରୁ ବେମାଲ): ନାମାଙ୍କନ ଭରିବେନି ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ଏନେଇ ଭାଜପାରୁ ଆସିଛି ବଡ଼ ଖବର। ଆଜି ନାମାଙ୍କନ ଭରିବେନି ଜୟ। ଏନେଇ ସୂଚନା ମିଳିଛି। ନୂଆପଡା ଉପ ନିର୍ବାଚନକୁ ନେଇ ତାରିଖ ଘୋଷଣା ପରଠାରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ ଏହି ବଡ଼ ସୂଚନା ଆସି ପହଞ୍ଚିଛି।  ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ନିଜର ନାମାଙ୍କନ ଭରିବେ । ଗତ ୧୧ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଭାଜପାରେ ସାମିଲ ହୋଇଥିଲେ ତେବେ ଚର୍ଚ୍ଚା ହେଉଥିଲା କି ସେ ଆଜି ନାମାଙ୍କନ ଭରିବେ। କିନ୍ତୁ ଭାଜପା ଏହାରି ଭିତରେ ନିଜର ପ୍ଲାନ ବଦଳେଇଛି।

ଉପ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ନାମାଙ୍କନ ବେଳେ ଉପସ୍ଥିତ ରହିବେ । ୪୦ ହଜାରରୁ ଊର୍ଦ୍ଧ୍ବ କାର୍ଯ୍ୟକର୍ତ୍ତା ଓ ସମର୍ଥକଙ୍କ ସହ ବିରାଟ ରାଲିରେ ଯାଇ ନାମାଙ୍କନ ଭରିବେ ଜୟ ଢୋଲକିଆ ।  ନୂଆପଡ଼ାରେ ଭାଜପା ପକ୍ଷରୁ ବିଶାଳ ମିଶ୍ରଣ ପର୍ବ ହେବ । ଏଥିରେ ନୂଆପଡ଼ାର ଶହେରୁ ଅଧିକ ବର୍ତ୍ତମାନର ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର, ପୂର୍ବତନ ସରପଞ୍ଚ ଓ ସମିତି ସଭ୍ୟ ବିଭିନ୍ନ ଦଳ ଛାଡ଼ି ଭାଜପାରେ ସାମିଲ ହେବେ । ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ନୂଆପଡ଼ାରେ ପହଞ୍ଚି ସମସ୍ତ କାର୍ଯ୍ୟର ସୁପରିଚାଳନାର ବନ୍ଦୋବସ୍ତ କରୁଛନ୍ତି ।

ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri