Posted inଜାତୀୟ

ଅନେକ ରାଜ୍ୟ ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କଲା ଭାଜପା: ପଞ୍ଜାବର ସୁନୀଲ ଜାଖଡ, ତେଲଙ୍ଗାନାର କିଶନ ରେଡ୍ଡୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୪।୭: ଲୋକ ସଭା ନିର୍ବାଚନ ପୂର୍ବରୁ ଦେଶର ଅନେକ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏସବୁ ମଧ୍ୟରେ ମଙ୍ଗଳବାର ଭାଜପା ଅନେକ ରାଜ୍ୟରେଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରିଛି। ଦଳ ଏକ ବିବୃତ୍ତି ଜାରି କରି କହିଛି ଯେ, ପଞ୍ଜାବର ସୁନୀଲ ଜାଖଡ, ତେଲଙ୍ଗାନାର କିଶନ ରେଡ୍ଡୀ, ଆନ୍ଧ୍ରର ଡି.ପୁରନ୍ଦେଶ୍ୱରୀ ଏବଂ ଝାଡଖଣ୍ଡର ବାବୁଲାଲ ମାରାଣ୍ଡିଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହିତ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀଙ୍କୁ ଭାଜପାର ଜାତୀୟ କାର୍ଯ୍ୟନିର୍ବାହୀ ସଦସ୍ୟ କରାଯାଇଛି। ସେ ଏପ୍ରିଲରେ ଭାଜପାରେ ଯୋଗ ଦେଇଥିଲେ। ସେହିପରି ତେଲଙ୍ଗାନାରେ ଭାଜପାର ନିର୍ବାଚନ ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଏଟାଲା ରାଜେନ୍ଦ୍ରଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଆଇଡି ଆଗରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ, ନାବାଳିକାଙ୍କୁ…

ନୂଆଦିଲ୍ଲୀ, ୧୭।୬: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଏସ୍‌ ୟେଦୁରପ୍ପା ଆଜି ଜାତୀୟ ତଦନ୍ତକାରୀ ବିଭାଗ (ସିଆଇଡି) ନିକଟରେ...

ରାଜନୀତିକୁ ପ୍ରତ୍ୟାବର୍ତନ କଲେ ଭି.କେ ଶଶିକଳା, କଲେ ବଡ଼ ଘୋଷଣା

ଚେନ୍ନାଇ,୧୭ା୬: ଏଆଇଏଡିଏମକେ’ରୁ ତଡ଼ା ଖାଇଥିବା ମହିଳା ନେତ୍ରୀ ଭି.କେ ଶଶିକଳା ତାଙ୍କର ଆଗାମୀ ରାଜନୈତିକ ଭବିଷ୍ୟତ ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି। ଏକଦା ତାମିଲନାଡୁ ରାଜନୀତିରେ...

କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌: କିଛି ବଗି ଲାଇନ୍‌ଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ମାଲ୍‌ବାହୀ ଟ୍ରେନ୍‌ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର...

ରାଜଭବନ ଖାଲି କରିବାକୁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟପାଳ

କୋଲକାତା,୧୭।୬: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ସୋମବାର ସକାଳେ ରାଜଭବନରେ ନିୟୋଜିତ କୋଲକାତା ପୋଲିସ କର୍ମଚାରୀଙ୍କୁ ତୁରନ୍ତ ଘର ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

ସରକାରଙ୍କ ବଡ଼ ଘୋଷଣା: ୨ ଲକ୍ଷ ପର୍ଯ୍ୟନ୍ତ ଋଣ ଛାଡ

ନୂଆଦିଲ୍ଲୀ,୧୭।୬: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି,ତାଙ୍କ ମିଳିତ ସରକାର କୃଷି ଋଣ ଛାଡ କରି ୨ ଲକ୍ଷ...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ହେବ ଅସଲ ଖେଳ

ମୁମ୍ବାଇ,୧୭ା୬: ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟର ଦମ୍‌ଦାର ପ୍ରଦର୍ଶନ ବିରୋଧୀ ଦଳ ମଧ୍ୟରେ ନୂଆ ଉତ୍ସାହ ଭରି ଦେଇଛି। ଲୋକ ସଭା ନିର୍ବାଚନର ଫଳାଫଳ ଦେଖି ଶରଦ...

ପାର୍ଲାମେଣ୍ଟ ପରିସରରେ ପ୍ରତିମୂର୍ତ୍ତି ସ୍ଥାନାନ୍ତରକୁ କଂଗ୍ରେସର ନିନ୍ଦା

ନୂଆଦିଲ୍ଲୀ,୧୭।୬(ପି.ଟି.): ପାର୍ଲାମେଣ୍ଟ ପରିସରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ଘଟଣାକୁ କଂଗ୍ରେସ ନିନ୍ଦା କରିଛି। କେନ୍ଦ୍ର ସରକାର ଏକତରଫା ଭାବେ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପାଇଁ...

ଅଂଶୁଘାତରେ ଚାଲିଗଲା ୧୯ ହଜ୍‌ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୧୬ା୬: ହଜ୍‌ ଯାତ୍ରାରେ ସାଉଦି ଆରବ ଆସିଥିବା ଅନୂ୍ୟନ ୧୯ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ଜୋର୍ଡାନ ଏବଂ ଇରାନରୁ ଆସିଥିଲେ। ଜୋର୍ଡାନ ବହିର୍ବ୍ୟାପାର ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri