ପ୍ରକାଶ ପାଇଲା ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କିଏ ପାଇଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨।୪: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ଭାଜପା ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଆଉ୩୫ ଆସନରେ ଭାଜପା ପ୍ରାର୍ଥୀ ଘୋଷଣା କରିନାହିଁ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସମ୍ବଲପୁରରୁ ପୁଣି ଟିକେଟ୍‌ ପାଇଛନ୍ତି।

ତଳସରା- ଭବାନୀଶଙ୍କର ଭୋଇ, ସୁନ୍ଦରଗଡ କୁସୁମ ଟେଟେ
ବୀରମିତ୍ରପୁର- ଶଙ୍କର ଓରାମ, ରଘୁନାଥପାଲୀ- ଦୁର୍ଗା ଚରଣ ତନ୍ତୀ
ରାଜଗାଙ୍ଗପୁର- ନରସିଂହ ମିଞ୍ଜ, ବଣାଇ- ସେବତୀ ନାଏକ
କୁଚିଣ୍ଡା- ରବି ନାରାୟଣ ନାଏକ, ରେଙ୍ଗାଲି- ନାଉରୀ ନାଏକ
ରୋଢାଖୋଲ- ଦେବେନ୍ଦ୍ର ମହାପାତ୍ର, ଦେବଗଡ ସୁବାସ ପାଣିଗ୍ରାହୀ
ଆନନ୍ଦପୁର- ଆଲୋକ ସେଠୀ, କେନ୍ଦୁଝର- ମୋହନ ମାଝୀ
ଯଶୀପୁର- ଗଣେଶରାମ ସିଂ ଖୁଣ୍ଟିଆ, ଉଦଳା- ଭାସ୍କର ମଢେଇ
ବଡସାହି- ସନାତନ ବିଜୁଳି, ବାରିପଦା- ପ୍ରକାଶ ସୋରେନ
ମୋରଡା- କୃଷ୍ଣଚନ୍ଦ୍ର ମହାପାତ୍ର, ଜଳେଶ୍ବର- ବ୍ରଜ ପ୍ରଧାନ
ବାଲେଶ୍ବର- ମାନସ ଦତ୍ତ, ରେମୁଣା- ଗୋବିନ୍ଦ ଦାସ
ସୋର- ରାଜେନ୍ଦ୍ର ଦାସ, ସିମୁଳିଆ- ପଦ୍ମଲୋଚନ ପଣ୍ଡା
ଭଦ୍ରକ- ସୀତାଂଶୁ ଶେଖର ମହାପାତ୍ର, ଧାମନଗର- ସୂର୍ଯ୍ୟବଂଶୀ ସୂରଜ
ବିଂଝାରପୁର- ବବିତା ମଲ୍ଲିକ, ବଡଚଣା- ଅମର ନାୟକ
ଧର୍ମଶାଳା- ସ୍ମୃତିରେଖା ପହି, ଯାଜପୁର- ଗୌତମ ରାୟ
କୋରେଇ- ଆକାଶ ଦାସ ନାୟକ, ସୁକିନ୍ଦା- ପ୍ରଦୀପ ବଳସାମନ୍ତ
ଢେଙ୍କାନାଳ- କୃଷ୍ଣଚନ୍ଦ୍ର ପାତ୍ର, କାମାକ୍ଷାନଗର- ଶତୃଘ୍ନ ଜେନା
ପରଜଙ୍ଗ- ବିଭୁତି ଭୂଷଣ ପ୍ରଧାନ, ପାଲଲହଡା ଅଶୋକ ମହାନ୍ତି
ତାଳଚେର- କାଳିନ୍ଦୀ ସାମଲ, ଛେଣ୍ଡିପଦା- ଅଗସ୍ତୀ ବେହେରା
ଆଠମଲ୍ଲିକ- ସଂଜୀବ ସାହୁ, ବୀରମହାରାଜପୁର- ରଘୁନାଥ ଜଗଦଳା
ସୋନପୁର- ପ୍ରମୋଦ ମହାପାତ୍ର, ଲୋଇସିଂହା- ମୁକେଶ ମହାଲିଙ୍ଗ
ବଲାଙ୍ଗିର- ଗୋପାଳଜୀ ପାଣିଗ୍ରାହୀ, ଟିଟିଲାଗଡ- ନବୀନ ଜୈନ
କଣ୍ଟାବାଂଜି- ଲକ୍ଷ୍ମଣ ବାଗ, ନୂଆପଡା- ଅଭିନନ୍ଦନ ପଣ୍ଡା
ଖଡିଆଳ- ହିତେଶ ବଗର୍ତ୍ତୀ, ଉମରକୋଟ- ନିତ୍ୟାନନ୍ଦ ଗଣ୍ଡ
ନବରଙ୍ଗପୁର- ଗୌରୀଶଙ୍କର ମାଝୀ, ଲାଞ୍ଜିଗ ରମେଶ ମାଝୀ
ଜୁନାଗଡ- ମନୋଜ ମେହେର, ଧର୍ମଗଡ- ସୁଧୀର ପାଟ୍ଟଯୋଶୀ
ନର୍ଲା-ଅନିରୁଦ୍ଧ ପ୍ରଧାନ, ବାଲିଗୁଡା-କଳ୍ପନା କହଁର
ଜି ଉଦୟଗିର-ମାନଗୋବିନ୍ଦ ପ୍ରଧାନ, ଫଳବାଣୀ- ଉମା ଚରଣ ମଲ୍ଲିକ
କଣ୍ଟାମାଳ- କହ୍ନେଇ ଚରଣ ଡାଙ୍ଗ, ବୌଦ୍ଧ- ସରୋଜ ପ୍ରଧାନ
ବଡମ୍ବା ସମ୍ବିତ ତ୍ରିପାଠୀ, ବାଙ୍କୀ- ତୁଷାରକାନ୍ତ ଚକ୍ରବର୍ତ୍ତୀ
ଆଠଗଡ- ଅଭୟ ବାରିକ, ଚୌଦ୍ବାର- ନୟନ କିଶୋର ମହାନ୍ତି
ନିଆଳି- ଛବି ମଲ୍ଲିକ, କଟକ ସଦର- ପ୍ରକାଶ ସେଠୀ

ମାହାଙ୍ଗା- ସୁମନ୍ତ ଘଢେଇ, ପାଟକୁରା- ତେଜେଶ୍ବର ପରିଡା
ଆଳି- କୃଷ୍ଣଚନ୍ଦ୍ର ପଣ୍ଡା, ମହାକାଳପଡା- ଦୁର୍ଗାପ୍ରସନ୍ନ ନାୟକ
ପାରାଦୀପ- ସଂପଦ ସ୍ବାଇଁ, ତିର୍ତ୍ତୋଲ- ରାଜକିଶୋର ବେହେରା
ନିମାପଡା- ପ୍ରଭାତି ପରିଡା, ପୁରୀ- ଜୟନ୍ତ ଷଢଙ୍ଗୀ
ବ୍ରହ୍ମଗିରି- ଉପାସନା ମହାପାତ୍ର, ସତ୍ୟବାଦୀ- ଓମ ପ୍ରକାଶ ମିଶ୍ର
ପିପିଲି- ଆଶ୍ରିତ ପଟ୍ଟନାୟକ, ଜୟଦେବ- ଅରବିନ୍ଦ ଢାଲି
ଭୁବନେଶ୍ବର ମଧ୍ୟ- ଜଗନ୍ନାଥ ପ୍ରଧାନ, ଭୁବନେଶ୍ବର ଉତ୍ତର- ପ୍ରିୟଦର୍ଶୀ ମିଶ୍ର
ଏକାମ୍ର- ବାବୁ ସିଂହ, ଜଟଣୀ- ବିଶ୍ବରଂଜନ ବଡଜେନା
ଚିଲିକା- ପୃଥ୍ବୀରାଜ ହରିଚନ୍ଦନ, ରଣପୁର- ତାପସ ମାର୍ଥା
ଖଣ୍ଡପଡା- ଦୁଷ୍ମନ୍ତ ସ୍ବାଇଁ, ଦଶପଲ୍ଲା- ରାଘବ ମଲ୍ଲିକ
ନୟାଗଡ- ପ୍ରତ୍ୟୁଷା ରାଜେଶ୍ବରୀ ସିଂହ, ଭଂଜନଗର- ପ୍ରଦ୍ୟୁମ୍ନ ନାଏକ
ଖଲ୍ଲିକୋଟ- ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର- କୃଷ୍ଣଚନ୍ଦ୍ର ନାୟକ
ଆସିକା- ସରୋଜ ପାଢୀ, ସୋରଡା- ନୀଳମଣି ବିଷୋୟୀ
ହିଂଜିଳି- ଶିଶିର ମିଶ୍ର, ଗୋପାଳପୁର- ବିଭୂତି ଜେନା
ବ୍ରହ୍ମପୁର- କେ. ଅନୀଲ କୁମାର, ଦିଗପହଣ୍ଡି- ସିଦ୍ଧାନ୍ତ ମହାପାତ୍ର
ଗୁଣପୁର- ତ୍ରିନାଥ ଗମାଙ୍ଗ, କୋରାପୁଟ- ରଘୁରାମ ମାଛ
ପଟ୍ଟାଙ୍ଗୀ- ଚୈତନ୍ୟ ହନ୍ତାଳ, ମାଲକାନଗିରି- ନରସିଂହ ମାଡକାମୀ


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?