Posted inଜାତୀୟ

ଭାଜପା କମିଟିର ଅଭିଯୋଗ: ‘ମମତାଙ୍କ ଶାସନ କାଳରେ ପଶ୍ଚିମବଙ୍ଗ ମିନି ପାକିସ୍ତାନ ହୋଇଯାଇଛି…’

ନୂଆଦିଲ୍ଲୀ,୨୯।୬: ପଶ୍ଚିମବଙ୍ଗରେ ଲୋକ ସଭା ନିର୍ବାଚନ ପରେ ଘଟିଥିବା ରାଜନୈତିକ ହିଂସାକୁ ଅନୁଧ୍ୟାନ କରିବା ପାଇଁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଦ୍ୱାରା ଗଠିତ ୪ ସଦସ୍ୟ ବିଶିଷ୍ଟଫ୍ୟାକ୍ଟ ଫାଇଣ୍ଡିଙ୍ଗ କମିଟି ତାଙ୍କର ରିପୋର୍ଟ ରେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଉପରେଅନେକ ବଡ ଅଭିଯୋଗ ଆଣିଛନ୍ତି।
ଶୁକ୍ରବାର ଭାଜପା ଅଧ୍ୟକ୍ଷଙ୍କ ନିକଟରେ ଦାଖଲ ହୋଇଥିବା ରିପୋର୍ଟରେ କମିଟି ଅଭିଯୋଗ କରିଛି ଯେ ମମତା ବାନାର୍ଜୀଙ୍କ ଶାସନ ଅଧୀନରେ ପଶ୍ଚିମବଙ୍ଗ ବର୍ତ୍ତମାନ ଏକ ମିନି ପାକିସ୍ତାନରେ ପରିଣତ ହୋଇଛି।

ଏହି ରିପୋର୍ଟରେ ଆହୁରି ମଧ୍ୟ ଅଭିଯୋଗ ହୋଇଛି ଯେ ମମତା ବାନାର୍ଜୀଙ୍କ ଶାସନ ଅଧୀନରେ ପଶ୍ଚିମବଙ୍ଗ ବର୍ତ୍ତମାନ ଏକ ମିନି ପାକିସ୍ତାନରେ ପରିଣତ ହୋଇଛି। ବିଶେଷକରି ଭାଜପା ସମର୍ଥକଙ୍କୁ ଜାତୀୟ ବିରୋଧୀ ଉପାଦାନ ଭଳି ବ୍ୟବହାର କରାଯାଉଛି। ସେ ସର୍ବତ୍ର ଭାରତୀୟ ସମ୍ବିଧାନ ଏବଂ ଗଣତନ୍ତ୍ରକୁ ଗାଳିଗୁଲଜ କରୁଛନ୍ତି। ରାଜନୈତିକ ହିଂସା ଘଟଣାର ସମଗ୍ର ଦେଶର କୌଣସି ସ୍ଥାନରୁ ଖବର ଆସିନାହିଁ। କିନ୍ତୁ, ମମତା ବାନାର୍ଜୀ ତିନୋଟି ଢାଞ୍ଚାରେ ରାଜ୍ୟ ଚଳାଉଛନ୍ତି। କୌଣସି ବିରୋଧୀ ରାଜନୈତିକ ଦଳର ସମର୍ଥକମାନେ ସେଠାରେ ଭୋଟ ଦେଇପାରିବେ ନାହିଁ, କାହାକୁ ଟିଏମସି ବିରୋଧରେ ନାମାଙ୍କନ ଦାଖଲ କରିବାକୁ ଅନୁମତି ଦିଆଯାଇ ନାହିଁ ଏବଂ ଯେଉଁମାନେ ଏହି ଦୁଇଟି ଜିନିଷରେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କୁ ଅତି ନିର୍ମମ ଭାବରେ ବ୍ୟବହାର କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri