Posted inଜାତୀୟ

ଭୋଟରଙ୍କ ଚୌକା-ଛକାରେ ଶତକ ପୂରଣ କଲା ଭାଜପା: ମୋଦି

କୋଲକାତା,୧୨।୪: ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଚଳିତ ବିଧାନସଭା ନିର୍ବାଚନରେ ପରାଜିତ ହେବ। ରାଜ୍ୟର ଭୋଟରଙ୍କ ଚୌକା ଏବଂ ଛକାରେ ଭାଜପା ଶତକ ପୂରଣ କରିବାକୁ ସକ୍ଷମ ହୋଇ ପାରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଦ୍ଧମାନରେ ସୋମବାର ଆୟୋଜିତ ହୋଇଥିବା ନିର୍ବାଚନୀ ରାଲିରେ ଯୋଗଦେଇ ଏଭଳି କହିଛନ୍ତି। ଗତ ୧୦ ବର୍ଷ ଧରି ମମତା ଦିଦି ରାଜ୍ୟରେ ଦୁର୍ନୀତି ଚଳାଇଥିଲେ। ତେବେ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବାକୁ ଯାଉଛି। ମେ ୨ ପରେ ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ଚାଷୀଙ୍କୁ ୧୮ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯିବ ବୋଲି ମୋଦି କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି...

ଜଉମୁଦ ଲଫାପା ରିପୋର୍ଟକୁ ସିଜେଆଇଙ୍କ ଅଗ୍ରାହ୍ୟ

ନୂଆଦିଲ୍ଲୀ, ୨୧ା୩(ପି.ଟି.): ଅବସରପ୍ରାପ୍ତ ସେନା କର୍ମଚାରୀମାନଙ୍କ ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ(ଓଆର୍‌ଓପି)ର ବକେୟା ପ୍ରାପ୍ୟ ପୈଠ କରିବା ଲାଗି ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ରାୟକୁ...

ପ୍ରୟାଗରାଜକୁ ପୂରିଲା ବର୍ଷେ

ପ୍ରୟାଗରାଜ,୧୮।୧୦: ଧାର୍ମିକ ଓ ରାଜନୈତିକ ସ୍ତରରେ ଦେଶରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆହ୍ଲାବାଦର ନାମ ପରିବର୍ତ୍ତନକୁ ଶୁକ୍ରବାର ବର୍ଷେ ପୂରିଛି। ୨୦୧୮ ଅକ୍ଟୋବର...

ଜେଏନ୍‌ୟୁ ହିଂସା ପରେ ପ୍ରଥମ ଥର ସାମ୍ନାକୁ ଆସିଲା କୁଳାଧିପତିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୭।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ହୋଇଥିବା ହିଂସା ପରେ ପ୍ରଥମ ଥର ସେଠାକାର କୁଳାଧିପତିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ...

ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭...

ଲଦାଖରେ ପୁଣି ଭାରତୀୟ ଯବାନ-ଚାଇନା ସୈନ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୧୨।୯: ଲଦାଖରେ ପୁଣିଥରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପୋଙ୍ଗା ହ୍ରଦର ଉତ୍ତର ପାର୍ଶ୍ୱରେ ଭାରତୀୟ ଯବାନ ପାଟ୍ରୋଲିଂ କରୁଥିବା ସମୟରେ...

ଭାଜପାର ସ୍କୋର୍‌ ୪-୧, ୟୁପି-ଉତ୍ତରାଖଣ୍ଡ-ମଣିପୁର-ଗୋଆରେ ବହୁମତ ମୁହାଁ…

ଲକ୍ଷ୍ନୌ/ଡେରାଡୁନ୍‌/ପଣଜୀ/ଇମ୍ଫାଲ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ୫ ରାଜ୍ୟ ମଧ୍ୟରେ ଭାଜପାର ସ୍କୋର ୪-୧ ରହିଛି। ଉତ୍ତରପ୍ରଦେଶ,...

ମୁଖ୍ୟମନ୍ତ୍ରୀ ହେବାପରେ ଆଦର୍ଶ ଭୁଲିଯାଇଛନ୍ତି କେଜ୍‌ରିଓ୍ବାଲ: ଆନ୍ନା ହଜାରେ

ନୂଆଦିଲ୍ଲୀ,୩୦।୮: ଦିଲ୍ଲୀରେ ଅବକାରୀ ନୀତିକୁ ନେଇ ଖୋଳତାଡ ଆରମ୍ଭ ହୋଇଛି। ଏସବୁ ଭିତରେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ ଆମ ଆଦମୀ ପାର୍ଟି ନେତା ତଥା...

Advertisement
Archives

Model This Week