ଭାଜପା ପାଖରେ ୩ ଫମୁର୍ଲା, ଓଡ଼ିଶା ଗସ୍ତରେ ଆସି ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନଡ୍ଡା

ଭୁବନେଶ୍ୱର,୨୦।୭: ଓଡ଼ିଶାରେ ବହୁମତ ପାଇ ଭାଜପା ସରକାର ଗଠନ କରିଛି। ତେବେ ଶୁକ୍ରବାର ପୁରୀରେ ଭାଜପାର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗ ଦେଇଥିଲେ। ନଡ୍ଡା ବୈଠକରେ ଦଳୀୟ ନେତା ଓ କର୍ମୀଙ୍କୁ ଗ୍ରାଉଣ୍ଡରେ ଯୋଡ଼ି ହୋଇ କାମ କରିବାକୁ ପରାମର୍ଶ ଦେଇଛନ୍ତି । ସରକାର ଓ ସାଧାରଣ ଜନତାଙ୍କ ମଧ୍ୟରେ ସଂଗଠନ ବ୍ରିଜ ଭଳି କାମ କରିବାକୁ କହିଛନ୍ତି । ଏଥିସହ ପ୍ରଥମ ଥର ପାଇଁ ଓଡ଼ିଶାବାସୀ ଭାଜପାକୁ ଏକାକୀ ସରକାର ଗଠନ ପାଇଁ ସୁଯୋଗ ଦେଇଥିବାରୁ ସେ ଧନ୍ୟବାଦ ଦେଇଛନ୍ତି। ବୈଠକରେ ରାଜ୍ୟ ଭାଜପାର ୩ ‘ସ’ ଫର୍ମୁଲା ଉପରେ ଆଲୋଚନା ହୋଇଛି। ସେହି ଫମୁର୍ଲା ହେଉଛି ସରକାର, ସଂଗଠନ ଓ ସାଧାରଣ ଜନତା ।

ନଡ୍ଡା କହିଛନ୍ତି, ଓଡ଼ିଶାକୁ ବିକାଶ ପଥରେ ନେବାରେ ଭାଜପା କୌଣସି ସୁଯୋଗ ଛାଡ଼ିବନି। ଲୋକ ସଭା ସିଟ ଡବଲ କରିବାକୁ କହିଥିଲି, ଆପଣମାନେ ୨୦ ସିଟ ଦେଲେ। ଲୋକସଭା ପାଇଁ ୪୫% ଭୋଟ ଦେଲେ, ଆପଣମାନଙ୍କୁ କୃତଜ୍ଞତା। ବିଧାନସଭାରେ ୪୦.୭% ଭୋଟ ସହ ସରକାର ଗଠନ ସୁଯୋଗ ଦେଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri