Posted inଜାତୀୟ

ଭାଜପା-କଂଗ୍ରେସର ଆର୍ମି କାର୍ଡ,ରାହୁଲଙ୍କ ରାଲିରେ ରାଓ୍ବତଙ୍କ କଟ୍‌ଆଉଟ୍‌…

ଡେରାଡୁନ୍‌, ୧୬।୧୨: ଆସନ୍ତା ୨୦୨୨ରେ ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ଭାଜପା ଏବଂ କଂଗ୍ରେସ ଭୋଟରଙ୍କୁ ହାତେଇବା ପାଇଁ ଆର୍ମି କାର୍ଡ ଖେଳିବା ଆରମ୍ଭ କରିଛନ୍ତି। ପୂର୍ବତନ ସିଡ଼ିଏସ୍‌ ବିପିନ ରାଓ୍ବତ ଉତ୍ତରାଖଣ୍ଡର ବାସିନ୍ଦା। ତେଣୁ ଉଭୟ ଭାଜପା ଏବଂ କଂଗ୍ରେସ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ରାଓ୍ବତଙ୍କ ସାହାରା ନେଉଛନ୍ତି। ଏହି ମର୍ମରେ ରାହୁଲଙ୍କ ରାଲିରେ ଇନ୍ଦିରା ଗାନ୍ଧୀଙ୍କ ସହିତ ରାଓ୍ବତଙ୍କ ବୃହତ୍‌ କଟ୍‌ଆଉଟ୍‌ ଲଗାଯାଇଛି।

ଆର୍ମି କାର୍ଡକୁ ଭରସା କରି ଭାଜପା ଏବଂ କଂଗ୍ରେସ ନିର୍ବାଚନ ବୈତରଣୀ ପାର୍‌ କହିବାର ଲକ୍ଷ୍ୟ ରଖିଛନ୍ତି। ରାଜ୍ୟରେ ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ସେମାନଙ୍କ ପରିବାର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। ଏହାର ଲାଭ ଦେବାକୁ ଭାଜପା କଂଗ୍ରେସ ପ୍ରାଣପଣେ ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri