ଉତ୍ତରପ୍ରଦେଶ ୧୦୦ ଟପିଲା ଭାଜପା…

ଲକ୍ଷ୍ନୌ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୨୦ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୮୨ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ଆସନ ମଧ୍ୟରେ ଇତିମଧ୍ୟରେ ୨୧୦ ଆସନର ଗଣତି ଜାରି ରହିଛି। କଂଗ୍ରେସ ୩ରେ ଆଗୁଆ ଥିବାବେଳେ ବିଏସ୍‌ପି ୫ ଟି ଆସନରେ ଆଗୁଆ ରହିଛି।

Share