Posted inଜାତୀୟ

୨୦୨୨ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା, ଧର୍ମେନ୍ଦ୍ରଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ…

ନୂଆଦିଲ୍ଲୀ,୮।୯: ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର, ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜ୍ୟ ପ୍ରଭାରୀ ଘୋଷଣା କରାଯାଇଛି। କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଅନୁରାଗ ଠାକୁର, ସରୋଜ ପାଣ୍ଡେ ଏବଂ ଅର୍ଜୁନ ରାମ ମେଘଓ୍ବାଲଙ୍କୁ ଉତ୍ତରପ୍ରଦେଶର ସହ ପ୍ରଭାରୀ ଦାୟିତ୍ୱ ପ୍ରଦାନ କରାଯାଇଛି।

ପଞ୍ଜାବ ପାଇଁ ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ଶେଖାଓ୍ବତଙ୍କୁ ପ୍ରଭାରୀ ନିଯୁକ୍ତ କରାଯାଇଛି। ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କେନ୍ଦ୍ରୀୟମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଉତ୍ତରାଖଣ୍ଡର ସହ ପ୍ରଭାରୀ ଭାବେ ଏମ୍‌ପି ଲକେଟ ଚାଟାର୍ଜୀ ଏବଂ ରାଷ୍ଟ୍ରୀୟ ପ୍ରବକ୍ତା ସରଦାର ଆର.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି।

ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କୁ ମଣିପୁରର ପ୍ରଭାରୀ ନିଯୁକ୍ତ କରାଯାଇଥିବାବେଳେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କୁ ଗୋଆର ଦାୟିତ୍ୱ ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri