Posted inଜାତୀୟ

୨୦୨୨ ନିର୍ବାଚନ ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା, ଧର୍ମେନ୍ଦ୍ରଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ…

ନୂଆଦିଲ୍ଲୀ,୮।୯: ଆସନ୍ତା ବର୍ଷ ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର, ଗୋଆ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ରାଜ୍ୟ ପ୍ରଭାରୀ ଘୋଷଣା କରାଯାଇଛି। କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଅନୁରାଗ ଠାକୁର, ସରୋଜ ପାଣ୍ଡେ ଏବଂ ଅର୍ଜୁନ ରାମ ମେଘଓ୍ବାଲଙ୍କୁ ଉତ୍ତରପ୍ରଦେଶର ସହ ପ୍ରଭାରୀ ଦାୟିତ୍ୱ ପ୍ରଦାନ କରାଯାଇଛି।

ପଞ୍ଜାବ ପାଇଁ ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ଶେଖାଓ୍ବତଙ୍କୁ ପ୍ରଭାରୀ ନିଯୁକ୍ତ କରାଯାଇଛି। ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଲାଗି କେନ୍ଦ୍ରୀୟମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଉତ୍ତରାଖଣ୍ଡର ସହ ପ୍ରଭାରୀ ଭାବେ ଏମ୍‌ପି ଲକେଟ ଚାଟାର୍ଜୀ ଏବଂ ରାଷ୍ଟ୍ରୀୟ ପ୍ରବକ୍ତା ସରଦାର ଆର.ପି. ସିଂଙ୍କୁ ନିଯୁକ୍ତ କରାଯାଇଛି।

ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବଙ୍କୁ ମଣିପୁରର ପ୍ରଭାରୀ ନିଯୁକ୍ତ କରାଯାଇଥିବାବେଳେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କୁ ଗୋଆର ଦାୟିତ୍ୱ ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀର ୩୧ ସରକାରୀ ସ୍କୁଲ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ହେବ ନାମିତ

ନୂଆଦିଲ୍ଲୀ, ୧୫।୭: ଦିଲ୍ଲୀ ମ୍ୟୁନିସପାଲିଟି ଦ୍ୱାରା ପରିଚାଳିତ ୩୧ଟି ସରକାରୀ ସ୍କୁଲର ନାମକୁ ପରିବର୍ତ୍ତନ କରାଯିବ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ଏହି...

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା।...

ମୋଦିଙ୍କ ଏହି ଗୁଣ ଦେଖି ପାଗଳ ହୋଇଯାଇଛନ୍ତି ଫହିମ, ଏବେ ପ୍ରଧାନମନ୍ତ୍ରୀଙ୍କୁ ଟିକେ ଦେଖିବା ପାଇଁ କରୁଛନ୍ତି ଏମିତି କାମ

ଉଧମପୁର,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶ ବିଦେଶରେ ଅନେକ ପ୍ରଶଂସକ ଅଛନ୍ତି। କିନ୍ତୁ ଜମ୍ମୁ-କଶ୍ମୀରରେ ତାଙ୍କର ଜଣେ ନିଆରା ପ୍ରଶଂସକ ଅଛନ୍ତି। ଫହିମ ନାଜିର ଶାହା...

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ...

ମୋଦିଙ୍କ ସାକ୍ଷାତକୁ ନେଇ ଉଦ୍ଧବ କହିଲେ, ମୁଁ ନଓ୍ବାଜ ସରିଫଙ୍କୁ ଭେଟିବାକୁ ଯାଇ ନ ଥିଲି

ନୂଆଦିଲ୍ଲୀ,୮।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସମ୍ପର୍କ ଏବଂ ସାକ୍ଷାତ ସମ୍ପର୍କରେ ପଚରାଯାଇଥିବା...

ଭାଜପାରୁ ଇସ୍ତଫା ଦେବାବେଳେ କାନ୍ଦି ପକାଇଲେ ଶିବ ପ୍ରତାପ

ଶିମଲା,୧୫।୨:ହିମାଚଳ ପ୍ରଦେଶର ନୂତନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବାର ୨ଦିନ ପୂର୍ବରୁ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶିବ ପ୍ରତାପ ଶୁକ୍ଲା ବୁଧବାର ଭାଜପାରୁ ଇସ୍ତଫା...

‘ଯଦି ଚମତ୍କାରୀ ଶକ୍ତି ଅଛି ତେବେ ପ୍ରମାଣ କରନ୍ତୁ ଧିରେନ୍ଦ୍ର ଶାସ୍ତ୍ରୀ’: କଂଗ୍ରେସ

ନୂଆଦିଲ୍ଲୀ,୨୧ ।୧: ବାଗେଶ୍ୱର ଧାମର ପୀଠାଧିସ୍ୱର ଧିରେନ୍ଦ୍ର କୃଷ୍ଣ ସ୍ୱାମୀ ଏବେ ବିବାଦରେ ଫସି ଯାଇଛନ୍ତି । ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଉପରେ ଅବିଶ୍ୱାସର ପ୍ରଚାର ପ୍ରସାର...

କେନ୍ଦ୍ରକୁ ୧୦ ଲକ୍ଷ ଡୋଜ କୋଭିଡ ଟିକା ମାଗିଲେ ୟୁପି ସରକାର

ଲକ୍ଷ୍ନୌ,୨।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର...

Advertisement
Archives

Model This Week