ଭାଜପାର ଜିଲା ସାଙ୍ଗଠନିକ ବୈଠକ, ତୃଣମୂଳ ସ୍ତରରୁ ସଂଗଠନ ମଜବୁତ କରିବାକୁ ଆହ୍ୱାନ

ଦାରିଙ୍ଗବାଡି, ୫/୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା କଲ୍ୟାଣମଣ୍ଡପ ପରିସର ମଧ୍ୟରେ ସୋମବାର ଭାଜପାର ଜିଲ୍ଲା ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦଳର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝିଙ୍କ ଅଧ୍ୟକ୍ଷତା ବୈଠକରେ ଜିଲା ସାଧାରଣ ସମ୍ପାଦକ ସୁକାନ୍ତ କୁମାର ସାହୁ ଓରଫ ଟୁଟୁ ମଞ୍ଚ ମୁଖ୍ୟ ଅତିଥିଭାବେ, କନ୍ଧମାଳ ଜିଲା ପ୍ରଭାରୀ ଦାୟିତ୍ୱରେ ଥିବା ପୃଥ୍ଵୀବିରାଜ ମହାପାତ୍ର ଯୋଗ ଦେଇଥିଲେ ।

ସେହିପରି ଅନ୍ୟତମ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମ ଚରଣ ଦାସ,  ଜିଲା ସାଧାରଣ ସମ୍ପାଦକ ସଞ୍ଜିତ ମଣ୍ଡଳ, ଦେବେନ୍ଦ୍ର କୁଦେଇ, ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ଲିଙ୍ଗରାଜ ଦଳବେହେରା, ପୂର୍ବତନ ବିଧାୟିକା  ଅଜୟନ୍ତୀ ପ୍ରଧାନ, ବରିଷ୍ଠ ନେତ୍ରୀ ଅର୍ଚ୍ଚନା ପ୍ରଧାନ, କଳ୍ପନା କଂହର, ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ଗୋବିନ୍ଦ ପ୍ରଧାନ ପ୍ରମୁଖ ମଞ୍ଚାସିନ ରହିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ...

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri