ପ୍ରାରମ୍ଭିକ ପର୍ଯ୍ୟାୟରେ ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଆଜି ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ। କିଏ ପିନ୍ଧିବ ବିଜୟର ମୁକୁଟ। କାହାକୁ ଅଧିକ ପସନ୍ଦ କରିଛନ୍ତି ଧାମନଗରବାସୀ।
ତେବେ ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଯାଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ ଆଗରେ ଥିବା ଜଣାପଡ଼ିଛି । ବର୍ତ୍ତମାନ ସୁଦ୍ଧା ଭୋଟ ଗଣତିରେ ଭାଜପା ପ୍ରାର୍ଥୀ ୪୭୪୯ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ୩୯୮୦ ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ୨୧୬ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୪୦୦ ଖଣ୍ଡ ଭୋଟ ପାଇଛନ୍ତି । ତେବେ ଆଗାମୀ ରାଉଣ୍ଡକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri