ଭୁବନେଶ୍ୱର, ୩ା୩(ବ୍ୟୁରୋ): ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୬ ଓ ୭ରେ ଭାଜପାର ରାଜ୍ୟ କାଯର୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ ବୈଠକ ମଧ୍ୟ ଏହି ଅବସରରେ ହେବ । ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମର ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥି ସମେତ ଏହି ଅବସରରେ ସବୁ ଏମ୍ପି ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗଦେବେ ବୋଲି ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ମଙ୍ଗଳବାର ସୂଚନା ଦେଇଛନ୍ତି ।ଏହି ୨ ଦିନିଆ କାର୍ଯ୍ୟକାରିଣୀ ବୈଠକରେ ଚାଷୀ ସମସ୍ୟା, ବିପଯର୍ୟସ୍ତ ଆଇନ ଶୃଙ୍ଖଳା, ସୀମା ବିବାଦ, ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥା, କେନ୍ଦ୍ରୀୟ ଯୋଜନା ଘୋଟାଲା, ମହିଳା ସୁରକ୍ଷା, ବେରୋଜଗାର ଆଦି ପ୍ରସଙ୍ଗ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯିବ। ଏହାସହ ଭବିଷ୍ୟତ କାର୍ଯ୍ୟପନ୍ଥା ମଧ୍ୟ ଏହି ଅବସରରେ ନିର୍ଦ୍ଧାରଣ କରାଯିବ ବୋଲି ଗୋଲକ କହିଛନ୍ତି।
ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା
ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…
ବାଘ ଛାଲ ଡିଲ୍ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍
ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍ଆଇ ଟିମ୍କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍ଆଇ ଟିମ୍ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…
ଏମଆରଏଫ୍ ୟୁନିଟ୍ରେ ପଶିଲା ୫ ଫୁଟର ଅଜଗର, ପରେ….
କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍ ୟୁନିଟ୍ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…
ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…
ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…
ରାଜଧାନୀରେ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…
ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ
ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…
ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….
ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…
Archives

