ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ ଏବଂ ରିଟର୍ନିଂ ଅଫିସରଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀଙ୍କ ସମେତ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri