Posted inଜାତୀୟ

୧୭୨ ଆସନ ପାଇଁ ପ୍ରାର୍ଥୀ ଚୂଡ଼ାନ୍ତ କଲା ଭାଜପା

ନୂଆଦିଲ୍ଲୀ,୧୩ା୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୭୨ ଆସନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରାଯାଇଛି। ବର୍ତ୍ତମାନ ବିଧାନ ପରିଷଦ ସଦସ୍ୟ ଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏଥର ବିଧାନସଭା ନିର୍ବାଚନ ଲଢ଼ିବେ।

ଏହି ୧୭୨ ଆସନ ମଧ୍ୟରୁ ଅଧିକାଂଶ ନିର୍ବାଚନମଣ୍ଡଳୀରେ ଫେବୃୟାରୀ ୧୦ରେ ଭୋଟଗ୍ରହଣ କରାଯିବ। ସେହିପରି ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା ଓ ଭାଜପା ରାଜ୍ୟ ସଭାପତି ସ୍ବତନ୍ତ୍ର ଦେବ ସିଂଙ୍କୁ ମଧ୍ୟ ନିର୍ବାଚନ ଲଢ଼େଇବାକୁ ଦଳ ଚାହୁଁଛି। ଭାଜପାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଖୁବ୍‌ଶୀଘ୍ର ଜାରି ହୋଇପାରେ ବୋଲି ଦଳ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ଫାଟ

ନୂଆଦିଲ୍ଲୀ,୨୮।୧: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା କୃଷକ ଆନ୍ଦୋଳନରେ ଏବେ ଫାଟ ସୃଷ୍ଟି ହୋଇଛି।...

ରାତ୍ରଭୋଜନ ଖାଇ ୨୮ ଛାତ୍ରୀ ଅସୁସ୍ଥ

ଲକ୍ଷ୍ନୌ,୪।୪: ଉତ୍ତର ପ୍ରଦେଶର ବୁଡାଉନ ଜିଲା ସମରେର ବ୍ଲକ ଅଧୀନ ସର୍ବୋଦୟ ବିଦ୍ୟାଳୟରେ ରାତ୍ରଭୋଜନ ଖାଇ ୨୮ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ୮ଜଣଙ୍କ ଅବସ୍ଥା ସଂକଟାପନ୍ନ...

କାହିଁକି ଭୟ କରୁଛି ତୃଣମୂଳ କଂଗ୍ରେସ: ଅମିତ ଶାହା

କୋଲକତା,୧୪।୩: ପଶ୍ଚିମବଙ୍ଗ ଏବଂ ଆସାମ ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭା ନିର୍ବାଚନରେ ଭାଜପାକୁ ମଜବୁତ କରିବା ପାଇଁ କେନ୍ଦ୍ର...

୧୧ବର୍ଷରେ ୭୩ କୋଟି ଟଙ୍କାର କୂଅ ପାଣି ଚୋରି: ୬ ଜଣଙ୍କ ବିରୋଧରେ ମାମଲା

ମୁମ୍ବାଇ,୧୭।୧୦: ମହାରାଷ୍ଟ୍ର ମୁମ୍ବାଇରେ ପୋଲିସ କୂଅ ପାଣି ଚୋରି ଅଭିଯୋଗରେ ୬ ଜଣଙ୍କ ବିରୋଧରେ ଏକ ମାମଲା ଦାଏର କରିଛି। ୧୧ ବର୍ଷ ମଧ୍ୟରେ ଅଭିଯୁକ୍ତମାନେ...

ଆତ୍ମହତ୍ୟା କରିବା ପୂର୍ବରୁ ସ୍ତ୍ରୀଙ୍କୁ ଏମିତି ନିବେଦନ କଲେ ସ୍ବାମୀ

ଅନ୍‌ଲାଇନ୍‌ ଜୁଆ ଖେଳି ଲକ୍ଷ ଲକ୍ଷ ଟଙ୍କା ହରାଇବା ପରେ ପୁଡୁଚେରୀର ଜଣେ ବ୍ୟକ୍ତି ମୃତ୍ୟୁକୁ ଆପଣାଇନ୍ତି। ବିଜୟ କୁମାର ନାମକ ଏହି ବ୍ୟକ୍ତି ଜଣଙ୍କ...

ରାହୁଲଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ,୨୭ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କର ଶୁକ୍ରବାର ବିହାରର ସମସ୍ତିପୁର, ଓଡିଶାର ବାଲେଶ୍ୱର ଏବଂ ମହାରାଷ୍ଟ୍ରର ସାଙ୍ଗମନେରରେ ନିର୍ବାଚନୀ ସଭା ଥିଲା। ତେବେ ଚାର୍ଟାର୍ଡ ବିମାନରେ...

ଛାପା ଗଣମାଧ୍ୟମ ସବୁଠୁ ବିଶ୍ୱସନୀୟ

ନୂଆଦିଲ୍ଲୀ,୧୭ା୧୦: ଡିଜିଟାଲ ମିଡିଆର ବିସ୍ତାର ଓ ହଟଚମଟ ସୃଷ୍ଟିକାରୀ ଟେଲିଭିଜନ୍‌ ନ୍ୟୁଜ୍‌ର ବହୁଳ ପ୍ରସାର ସତ୍ତ୍ୱେ ଖବରକାଗଜ ତା’ର ବିଶେଷତ୍ୱ ବଜାୟ ରଖିଛି। ୬୬ ପ୍ରତିଶତ...

ସ୍କୁଲ, ସିନେମା ହଲ୍‌ ବନ୍ଦ

ନୂଆଦିଲ୍ଲୀ, ୨୮ା୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ୟେଲୋ ଆଲର୍ଟ ଜାରି କରିଛନ୍ତି। ଏହି ଆଲର୍ଟ ଅନୁସାରେ...

Advertisement
Archives

Model This Week