Posted inଜାତୀୟ

ପ୍ରଚାରରେ ଭାଜପା ରଙ୍ଗରେ ସଜ୍ଜିତ ଘୋଡ଼ା

ଇନ୍ଦୋର,୨୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ନୂଆ ଚେହେରାଙ୍କୁ ଜନସାଧାରଣଙ୍କ ସହ ପରିଚିତ କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ରାଜ୍ୟରେ ଜନ ଆଶୀର୍ବାଦ ଯାତ୍ରା ଆୟୋଜନ କରାଯାଉଛି। ଆଗକୁ ଥିବା ୫ ରାଜ୍ୟରେ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ଚାଲିଛି ଜୋରଦାର ପ୍ରଚାର। ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ପଦ ଯାତ୍ରାରେ ଭାଗ ନେଇଥିବା ଏକ ଘୋଡ଼ାକୁ ନେଇ ବେଶ୍‌ ଚର୍ଚ୍ଚ ହେଉଛି। ଜଣେ ପୂର୍ବତନ କର୍ପୋରେଟର ରାମଦାସ ଗର୍ଗ ଘୋଡ଼ାକୁ ଭାଜପା ପତାକା ରଙ୍ଗରେ ସଜେଇ ଆଣିଥିଲେ। ଘୋଡ଼ା ଉପରେ କମଳା ଓ ସବୁଜ ରଙ୍ଗ ସହ ଭାଜପାର ପଦ୍ମ ଚିହ୍ନ ମଧ୍ୟ ଅଙ୍କା ଯାଇଥିଲା।

ଏହାକୁ ବିରୋଧ କରି ଥାନାରେ ଅଭିଯୋଗ କରିଛି ଭାଜପା ଏମ୍‌ପି ମେନକା ଗାନ୍ଧୀଙ୍କ ଏନ୍‌ଜିଓ ପିପୁଲ ଫର ଆନିମଲ୍ସ (ପିଏଫ୍‌ଏ)। ଇନ୍ଦୋରର ସଂୟୋଗିତାଗଞ୍ଜ ଥାନାରେ ପଶୁଙ୍କ ବିରୋଧରେ କ୍ରୁରତା ଆଇନ ଆଧାରରେ ମାମଲା ରୁଜୁ କରାଯାଇଛି। ଏ ସଂକ୍ରାନ୍ତରେ ନିର୍ବାଚନ ଆୟୋଗ (ଇସି)ଙ୍କୁ ମଧ୍ୟ ସେମାନେ ଅବଗତ କରାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ସ୍ବପ୍ନ ପୂରଣରେ ଆନନ୍ଦ ମିଳେ: ମୋଦି

ନୂଆଦିଲ୍ଲୀ, ୧୩ା୮ (ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦୁଃସାହସିକ ଅଭିଯାତ୍ରୀ ବିଅର ଗ୍ରିଲ୍ସଙ୍କୁ ନେଇ ନିର୍ମିତ ଏପିସୋଡ୍‌ ‘ମ୍ୟାନ୍‌ ଭର୍ସେସ ଓ୍ବାଇଲ୍ଡ’ ସୋମବାର ରାତିରେ...

ଉଚ୍ଚତା ମାତ୍ର ୨ ଫୁଟ, ୨ ବର୍ଷରେ ୬୦ଟି କାର୍‌ ଚୋରିର ମାଷ୍ଟରମାଇଣ୍ଡ୍‌

ଗାଜିଆବାଦ୍‌,୨୪।୧୦: ଉତ୍ତର ପ୍ରଦେଶର ଗାଜିଆବାଦରେ ପୋଲିସ ଏକ କାର୍‌ ଚୋରି ଗ୍ୟାଙ୍ଗ୍‌କୁ ଧରିଛି। ସେମାନଙ୍କଠାରୁ ୯ଟି କାର୍‌ ଜବତ କରିଛି ପୋଲିସ। ସବୁଠୁ ରୋଚକ କଥା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ ଅନେକ ଆହତ

ବାରାବାଙ୍କି,୭ ।୧୦: ବାରାବାଙ୍କି ଥାନା ଅଞ୍ଚଳର କିଷାନ ପଥରେ ବାବୁରିୟା ଗାଁ ନିକଟରେ ଗୁରୁବାର ସକାଳ ପ୍ରାୟ ୪ଟା ୪୫ରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା...

ଗାଁ-ଗରିବ ଚାଷୀ-ରୋଜଗାରକୁ ବଜେଟରେ ଗୁରୁତ୍ୱ

ନୂଆଦିଲ୍ଲୀ,୧।୨: ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ଗାଁ-ଗରିବ ଚାଷୀ-ରୋଜଗାରକୁ ଗୁରୁତ୍ୱ ଦିଆଯାଇଛି। ୨୦୩୦ ସୁଦ୍ଧାରେ ଦେଶରେ ଯୁବବର୍ଗଙ୍କ ସଂଖ୍ୟା...

ବିହାର ନିର୍ବାଚନ ଫଳାଫଳ: ଏନ୍‌ଡିଏକୁ ପଛରେ ପକାଇଲା ମହାମେଣ୍ଟ

ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ।...

‘ଇ.ଣ୍ଡି.ଆ’ ମହାମେଣ୍ଟକୁ ନେଇ ବଡ ଘୋଷଣା କଲେ ନୀତୀଶ କୁମାର,  ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ ସ୍ବତନ୍ତ୍ର ଅଭିଯାନ

ପାଟନା,୨।୯: ମୁମ୍ବାଇରେ ଇ.ଣ୍ଡି.ଆ ଆଲାଇନ୍ସର ବୈଠକର ଗୋଟିଏ ଦିନ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଅକ୍ଟୋବର ୨...

ମୋଦି ଶୋଇଛନ୍ତି, ସିବିଆଇ ପାରିବ ତ

ନୂଆଦିଲ୍ଲୀ/ଲଣ୍ଡନ/ଇମ୍ଫାଲ,୨୮।୭(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):ଗୁଳିଗୋଳା ଫୁଟିବାର ଶବ୍ଦ ସହ ସକାଳ ହୁଏ। ବଞ୍ଚତ୍ବା ପାଇଁ ଦିନସାରା ସଂଘର୍ଷ ଏବଂ ମୃତ୍ୟୁ ଆତଙ୍କରେ ରାତି ପାହେ। ଭାରତୀୟ ଜନତା...

ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ସମ୍ପତ୍ତି ଜବତ କଲା ଇଡି

ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡୁଆ ବଢିବାରେ ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦେଶମୁଖଙ୍କ ୪.୨୦...

Advertisement
Archives

Model This Week