Posted inଜାତୀୟ

କର୍ନାଟକରେ ଭାଜପାର ବମ୍ପର ଓପନିଂ, ହଜିଯାଇପାରେ କଂଗ୍ରେସ

ମୁମ୍ବାଇ,୧୪।୩: ଆଗକୁ ପାଖେଇ ଆସୁଛି ଲୋକ ସଭା ନିର୍ବାଚନ। ଏବେ ଏହି ନିର୍ବାଚନକୁ ନେଇ ସମସ୍ତଙ୍କ ନଜର ଏକଜିଟ ପୋଲ ଉପରେ। ଏବେ ଆସିବାକୁ ଥିବା ଏକ ଘରୋଇ ଟେଲିଭିଜନ ଚ୍ୟାନେଲର ଏକଜିଟ ପୋଲରେ ଭାଜପା ନେତୃତ୍ୱାଧୀନ ଏନଡିଏ କର୍ନାଟକରେ ବିପୁଳ ଅଗ୍ରଣୀ ସହ ବମ୍ପର ସିଟ ପାଇଛି। ନ୍ୟୁଜ ୧୮ ଇଣ୍ଡିଆ ସର୍ଭେ ଅନୁଯାୟୀ, ଏନଡିଏ ୨୮ ଟି ସିଟ ମଧ୍ୟରୁ ୨୫ ଟି ଏବଂ କଂଗ୍ରେସ ନେତୃତ୍ୱାଧୀନ I.N.D.I.A ମିଳିତ ମଞ୍ଚକୁ ମାତ୍ର ୩ ଟି ସିଟ ମିଳିବ ବୋଲି ଆଶା କରାଯାଉଛି।
ସୂଚନାନୁସାରେ, ଏଥର କର୍ନାଟକରେ ଭାଜପାର ଭୋଟ ଅଂଶ ଆଶା ଠାରୁ ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ହେବାର ସମ୍ଭାବନା ରହିଛି। ପ୍ରତ୍ୟେକ ଆସନ ଏବଂ ବୁଥରେ ୫୦ପ୍ରତିଶତରୁ ଅଧିକ ଭୋଟ ପାଇବା ରଣନୀତି ଉପରେ ଭାଜପା କାର୍ଯ୍ୟ କରୁଛି। ଏହି ମେଗା ଓପିନିଅନ ପୋଲ ସର୍ଭେ ଅନୁଯାୟୀ, କର୍ନାଟକରେ ଏନଡିଏ ୫୮ ପ୍ରତିଶତ ଭୋଟ ପାଇପାରେ, I.N.D.I.A ସହଯୋଗୀ ଦଳ ୩୫ ପ୍ରତିଶତ ପାଇପାରେ ଏବଂ ଅନ୍ୟମାନେ ୭ ପ୍ରତିଶତ ଭୋଟ ପାଇପାରନ୍ତି। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଯଦିଓ କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଜିତିଛି, ତଥାପି ଲୋକ ସଭା ନିର୍ବାଚନରେ ଭାଜପା ପ୍ରାଧାନ୍ୟ ବିସ୍ତର କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri